August 21, 2026
Home » Archives for EPA editor » Page 189

EPA editor

ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସରରେ କଳାକାରଙ୍କୁ ସମ୍ବର୍ଦ୍ଧନା।

ପୋଲସରା:- ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଦଶମ ଦିବସରେ ଲୋକ ସଂସ୍କୃତି ସହିତ ଜଡ଼ିତ ପ୍ରଥମ କରି ୨୬ ଜଣ ବିଭିନ୍ନ କଳାକାରଙ୍କୁ ସମ୍ବର୍ଦ୍ଧନା...

ବନାଞ୍ଚଳରେ ଦକ୍ଷତା ବିକାଶ ତାଲିମ୍

ବଲାଙ୍ଗିର ବନ୍ଧପଡ଼ା ବନଖଣ୍ଡର ୨୮ ଯୁବକଙ୍କୁ ନିଯୁକ୍ତି ପତ୍ର ଭୁବନେଶ୍ୱର:ଓଡ଼ିଶାର ଦୁର୍ଗମ ତଥା ବନାଞ୍ଜଳରେ ବସବାସ କରୁଥିବା ପରିବାରର ବେରୋଜଗାର ଯୁବବର୍ଗଙ୍କୁ ଆତ୍ମନିର୍ଭରଶୀଳ ତଥା ରୋଜଗାରକ୍ଷମ କରିବା...

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍ ୨୦୨୫-୨୬

ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ ୭୪ତମ ବି.ଏନ୍. ମଲ୍ଲିକ ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍ ୨୦୨୫-୨୬ରେ ଓଡ଼ିଶା ପୋଲିସର ପୁରୁଷ ଓ ମହିଳା ଫୁଟବଲ ଦଳ ଉଲ୍ଲେଖନୀୟ ସଫଳତା...

ମାୟାବର୍ହା ହାଇସ୍କୁଲରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଆମ ଲୋକକଳା ଦିବସ ପାଳିତ

ସୁବର୍ଣ୍ଣପୁର --ସୁବର୍ଣ୍ଣପୁର ଜିଲ୍ଲା ଡୁ୍ଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଓଡ଼ିଆ ପକ୍ଷ ପାଳନ ଅବସରରେ...

ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ

କଟକ : ଓଡ଼ିଆ ପକ୍ଷ ପାଳନର ଦଶମ ଦିବସରେ  କଟକ ଜିଲ୍ଳା ପ୍ରଶାସନ ପକ୍ଷରୁ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ...

ଓଡିଆ ପକ୍ଷ ପାଳନ ଅବସରରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ

  ଭବାନୀପାଟଣା :ଓଡିଆ ପକ୍ଷ ୨୦୨୬ ପାଳନ ଅବସରରେ ଆଜି ନବମ ଦିନରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ମାଁ...

ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

  ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କୁ ଅନ୍ୟତ୍ର ବଦଳି ହୋଇ ଯାଇଅଛି। ଏନେଇ ଧର୍ମଗଡ଼ ଓକିଲ ସଂଘ ପକ୍ଷରୁ ଆଜି ତାଙ୍କୁ...

ଐତିହାସିକ ପଦକ୍ଷେପ: ୫୦୦୦ ମିଶନ ଶକ୍ତି ମହିଳାଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

  ଭୁବନେଶ୍ୱର: ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ର ସଦସ୍ୟାମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବା ଲକ୍ଷ୍ୟରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ...

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

  ଭୁବନେଶ୍ୱର: ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟକଳାପକୁ ନେଇ ଜଳସମ୍ପଦ ବିଭାଗର ସମ୍ମିଳନୀ...

ଓଡ଼ିଆ ପ୍ରଶାସନିକ ଭାଷା ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

ପୁରୀ :;ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ଓଡ଼ିଆ ପ୍ରଶାସନିକ ଭାଷା ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏହାକୁ ଜିଲ୍ଲା ପ୍ରଶାସନ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।