August 21, 2026
Home » Archives for EPA editor » Page 190

EPA editor

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବରିଷ୍ଠ ବିଜେପି ନେତା ଙ୍କ ସ୍ତ୍ରୀ ଙ୍କ ନାମରେ ଖାଉଟି କାର୍ଡ(ବିଭାଗ ପକ୍ଷରୁ ଡିଲେଟ)

  ପୋଲସରା: ଗରିବ ଓ ଅସହାୟ ପରିବାର ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଉଟି କାର୍ଡର ବ୍ୟବସ୍ଥା କରାଯାଇଥିବା ବେଳେ ପୋଲସରା ବ୍ଲକ ର...

ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ବିରାମଚନ୍ଦ୍ରପୁର ବିଦ୍ୟାଳୟ ର ସଫଳତା l

ସୁବର୍ଣ୍ଣପୁର : ଶିକ୍ଷାବର୍ଷ 2026-27 ଷଷ୍ଠ ଶ୍ରେଣୀ ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିରନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ...

ଆଠଗଡ ଓକିଲ ସଂଘର ଶପଥ ଗ୍ରହଣ

ଆଠଗଡ଼,: ସଦ୍ୟ ସମାପ୍ତ ଆଠଗଡ ଓକିଲ ସଂଘ ର ନିର୍ବାଚନ ରେ ଵିଭିନ୍ନ ପଦଵୀ ରେ ବିଜୟୀ ପଦାଧିକାରୀ ମାନଙ୍କ ର ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।...

ଓଡିଶାର ୮ ଜଣ EMRS ଛାତ୍ରଛାତ୍ରୀ ନୂଆଦିଲ୍ଲୀରେ ନେବେ ଜେଇଇ ଆଡଭାନ୍ସଡ୍ କୋଚିଂ

  ଭୁବନେଶ୍ୱର:ଓଡିଶାରେ ଆଦିବାସୀ ଶିକ୍ଷାକୁ ଗୁରୁତ୍ୱ ଦେଇ ଅବିରତ କାର୍ଯ୍ୟ କରୁଛି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (EMRS) । ଏହି ବିଦ୍ୟାଳୟରୁ ଚଳିତ ଜେଇଇ ମେନ୍...

ଗ୍ରାମ୍ୟ ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ

  ଭୁବନେଶ୍ୱର, ମାନ୍ୟବର ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ଏକ...

କଳିଙ୍ଗ ଷ୍ଟାଡିୟମରେ ୧୪ଟି ରାଜ୍ୟରୁ ୩୦୦ରୁ ଅଧିକ ଖେଳାଳୀ

    ଭୁବନେଶ୍ୱର:ଓଡ଼ିଶାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ରଗବୀ ଚାମ୍ପିଅନସିପ୍‌ ୨୦୨୫-୨୬ ରେ ଆଜି ଠାରୁ ୧୪ ବର୍ଷରୁ କମ୍ ବାଳକ ଓ...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ମତଦାତା ସହାୟତା କେନ୍ଦ୍ର ଉଦଘାଟନ

କଟକ,: ମତଦାତାମାନଙ୍କୁ ନିର୍ବାଚନ ସମ୍ପର୍କିତ ସମସ୍ତ ସେବା ପ୍ରଦାନ କରିବା ଲକ୍ଷ୍ୟରେ ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ନିର୍ବାଚନ ଅଧିକାରୀ ଶ୍ରୀ କମଳଜିତ ଦାସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ...

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

  ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ...

ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ

  ସ୍ଥାୟୀତ୍ୱ, ରାଜସ୍ୱ ବୃଦ୍ଧି ଏବଂ ପ୍ରକଳ୍ପ ସମାପ୍ତି ଉପରେ ଗୁରୁତ୍ୱ ଭୁବନେଶ୍ୱର,:ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍ (RSCL) ର କାର୍ଯ୍ୟକାରୀ କମିଟି ବୈଠକ ଅତିରିକ୍ତ ମୁଖ୍ୟ...

ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି

ଭୁବନେଶ୍ୱର:ସ୍ୱଚ୍ଛ ସର୍ବେକ୍ଷଣ ପାଇଁ ବିଏମ୍ ସିର ଆଉ ଏକ ପଦକ୍ଷେପ । ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ଅଂଚଳରେ ଥିବା ସମସ୍ତ ଆବାସିକ କଲ୍ୟାଣ ସଂଗଠନ (ଆର୍...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।