August 22, 2026
Home » Archives for EPA editor » Page 223

EPA editor

ରାଜ୍ୟସଭା ନିର୍ବାଚନରେ ବିଧାୟକ ମାନେ ବାପାଙ୍କୁ ଦିଆଯାଇଥିବା ଅପମାନର ଜବାବ୍ ଦେଲେ

  ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ ଏଥର ରୋଚକ ଘଟଣା ଦେଖିବାକୁ ମିଳିଛି। ଦୀର୍ଘ ବର୍ଷର ବ୍ୟବଧାନ ପରେ ଏକାଥରକେ ୪ଟି ଆସନ ପାଇଁ ମତଦାନ ହୋଇଥିବାରୁ ଓଡ଼ିଶାର...

ପୋଲସରା ବ୍ଲକରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମରେ ୧୯୦୮ ଜଣ ପରୀକ୍ଷା ଦେଲେ।

  ପୋଲସରା  :- ପୋଲସରା ବ୍ଲକର ୧୯ଟି କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟ ଗୁଡ଼ିକରେ ୫୫୩ ଜଣ ପୁରୁଷ ଓ ୧୩୯୫ ଜଣ ନିରକ୍ଷର ମହିଳା, ମୋଟ...

ସ୍ଥାୟୀ ନିଯୁକ୍ତି ଦାବିରେ ‘ଓସମା’ (OSMAA) ପକ୍ଷରୁ କଳାବ୍ୟାଜ୍ ପରିଧାନ କରି ଶାନ୍ତିପୂର୍ଣ୍ଣ ପ୍ରତିବାଦ l

ସୁବର୍ଣ୍ଣପୁର: ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ମନରେଗା ଅଧୀନରେ ଦୀର୍ଘ ୧୫ ବର୍ଷ ଧରି କାର୍ଯ୍ୟରତ ଥିବା ସମସ୍ତ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (APO)...

ରାୟପୁର ବିଶାଖାପାଟଣା ଭାରତମାଳା ପ୍ରକଳ୍ପ ଦ୍ବାରା ଛାତ୍ରୀ ଙ୍କୁ ସାଇକେଲ ବିତରଣ କାର୍ଯ୍ୟକ୍ରମ

  ନବରଙ୍ଗପୁର :  ଭାରତମାଳା ପ୍ରକଳ୍ପ ପରିଯୋଜନା ଅନ୍ତର୍ଗତ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ ରେ ଛାତ୍ରୀ ଙ୍କ ପାଇଁ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମଅନୁଷ୍ଠିତ ହୋଇଛି। ଓଡିଶା ଆଦର୍ଶ...

୨୧ବର୍ଷ ନିଖୋଜ ପରେ ପୁଷ୍ପଲତାଙ୍କ ଘର ବାହୁଡା଼

ଆଳି,  ଭୂଇଁପୁର ପଂଚାୟତ ମାନପୁର ଗାଁ ର ପୁଷ୍ପଲତା ସାମଲ ଦୀର୍ଘ ୨୧ପରେ ଘରବାହୁଡା଼ ପରିବାରରେଦୁଃଖ ର ଆନନ୍ଦ ଖେଳାଇ ଦେଇଛି, ଫକୀର ସାମଲ ଙ୍କ ସହଧର୍ମିଣୀ...

ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ 

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନିର୍ମାଣାଧୀନ ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ ଅଗ୍ରଗତି ନେଇ ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଞ୍ଚଳ...

ବଲାଙ୍ଗୀର ରେ ଅଖିଲ ଭାରତୀୟ ମାରୱାଡ଼ି ମହିଳା ସମ୍ମେଳନର ଭବ୍ୟ ଶପଥ ଗ୍ରହଣ ଉତ୍ସବ ଆୟୋଜିତ

ବଲାଙ୍ଗୀର। ସ୍ଥାନୀୟ ସେବା ସଦନରେ ଅଖିଲ ଭାରତୀୟ ମାରୱାଡ଼ି ମହିଳା ସମ୍ମେଳନର ନୂତନ କାର୍ଯ୍ୟକାରିଣୀର ଭବ୍ୟ ଶପଥ ଗ୍ରହଣ ଉତ୍ସବ ବହୁତ ଉତ୍ସାହ ଓ ଗମ୍ଭୀର ପରିବେଶରେ...

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ

  ଭୁବନେଶ୍ୱର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ଆୟୋଜିତ ହେଉଥିବା ଜୟଦେବ ସମାରୋହ-୨୦୨୬ର ଦ୍ଵିତୀୟ ଦିନର ସାଂସ୍କୃତିକ ସନ୍ଧ୍ୟା ଆଜି ବହୁ ଆଡ଼ମ୍ବର ସହକାରେ ଉତ୍କଳ ମଣ୍ଡପ...

​ଏଲ୍.ପି.ଜି ଯୋଗାଣ ସମସ୍ୟାର ମୁକାବିଲା ପାଇଁ ସିଟି ଗ୍ୟାସ୍ ଭିତ୍ତିଭୂମିକୁ ତ୍ୱରାନ୍ୱିତ କରିବେ ଓଡ଼ିଶା ସରକାର।

  ​ଭୁବନେଶ୍ୱର,: ଶକ୍ତି ସୁରକ୍ଷା ନିଶ୍ଚିତ କରିବା ଏବଂ ଅସ୍ଥିର ବିଶ୍ୱ ଇନ୍ଧନ ବଜାରର ଏକ ସ୍ଥାୟୀ ବିକଳ୍ପ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର ଏକ...

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଅଷ୍ଟ୍ରେଲିଆର କନସୁଲ୍ ଜେନେରାଲ୍

ଭୁବନେଶ୍ୱର:  ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଅଷ୍ଟ୍ରେଲିଆର କନସୁଲ୍...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।