August 22, 2026
Home » Archives for EPA editor » Page 226

EPA editor

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର ୮୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ କୋଟସମାଲାଇ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ...

ନାଟ୍ୟଧାରାର ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ପ୍ରଥମ ନାଟକ “କୁହୁଡି” ରୁ ଉଦ୍ଘାଟିତ

ନୟାଗଡ଼,: ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ 'ନାଟ୍ୟଧାରା' ପକ୍ଷରୁ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଆଜି ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ...

ଗ୍ୟାସ ସଙ୍କଟ ପର୍ଯ୍ୟଟକ ଙ୍କ ଆଗମନ ମଧ୍ୟ ହ୍ରାସ

କମର୍ସିଆଲ ଗ୍ୟାସ ସଙ୍କଟ ହୋଟେଲ ଓ ପର୍ଯ୍ୟଟନ ଶିଳ୍ପ କୁ ଗୁରୁତର ପ୍ରଭାବିତ କରିବାରେ ଲାଗିଛି।ହୋଟେଲ କୁ କମର୍ସିଆଲ ଗ୍ୟାସ ଯୋଗାଣ ଗତ ୪ ରୁ ୫...

ବିପର୍ଯ୍ୟସ୍ତ ଶୌଚାଳୟ ଅବସ୍ଥା କୁ ନେଇ ପ୍ରଶାସନ ର ଚେତା ପଶିଲା

ପୁରୀ ରେ ବିପର୍ଯ୍ୟସ୍ତ ଶୌଚାଳୟ ଅବସ୍ଥା କୁ ନେଇ ସାଧାରଣ ବାରମ୍ବାର ରେ ଅସନ୍ତୋଷ ପ୍ରକାଶ ପାଇବା ପରେ ପ୍ରଶାସନ ର ଚେତା ପଶିଛି। ବଡଦାଣ୍ଡ, ବେଳାଭୂମି,...

ରବିବାର ଛୁଟିଦିନ ଥିବାରୁ ଶ୍ରୀମନ୍ଦିରରେ  ଭକ୍ତଙ୍କ ଅସମ୍ଭାଳ ଭିଡ଼

ରବିବାର ଛୁଟିଦିନ ଥିବାରୁ ଶ୍ରୀମନ୍ଦିରରେ  ଦେଖିବାକୁ ମିଳିଥିଲା ଭକ୍ତଙ୍କ ଅସମ୍ଭାଳ ଭିଡ଼। ଭିଡ଼ ଏଭଳି ହୋଇଥିଲା ଯେ ସିଂହଦ୍ଵାର ବ୍ୟାରିକେଡ଼ ପୂର୍ଣ୍ଣ ହୋଇଯିବା ପରେ ଭକ୍ତଙ୍କ ଲମ୍ବା...

ଗ୍ୟାସ ଯୋଗାଣରେ ବାଧାପ୍ରାପ୍ତ ଯୋଗୁଁ ଯୁବ କଂଗ୍ରେସର ବିକ୍ଷୋଭ ଓ ପ୍ରତିବାଦ l

କେନ୍ଦୁଝର:ଦେଶରେ ମଧ୍ୟ୍ୟ ଯୁଦ୍ଧ ପ୍ରଭାବରେ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହୋଇଛି l ଗ୍ୟାସ ଦର ବୃଦ୍ଧି ହେବା ସହିତ ଉପଭୋକ୍ତାଙ୍କ ପାଖରେ ଗ୍ୟାସ ପହଂଚି ପାରୁନାହିଁ l...

କଟକରେ ଦୁଃଖଦ ଘଟଣା :ICU ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ,

    ସୋମବାର ପ୍ରତ୍ୟୁଷରେ ଓଡିଶାର SCB ମେଡିକାଲ କଲେଜ ଏବଂ ହସ୍ପିଟାଲର ICUରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଦଶ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି।...

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ

  ଭୁବନେଶ୍ୱର: ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ  ଭୁବନେଶ୍ୱର ସ୍ଥିତ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ପାଳିତ ହୋଇଯାଇଛିl କାର୍ଯ୍ୟକ୍ରମରେ ବିଶିଷ୍ଟ ଶିଳ୍ପୀ ପଦ୍ମଶ୍ରୀ...

ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପାଳିତ: ‘ନିରାପଦ ଉତ୍ପାଦ, ଆତ୍ମବିଶ୍ୱାସୀ ଗ୍ରାହକ।’

  ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ-୨୦୨୬ର ରାଜ୍ୟସ୍ତରୀୟ ଉତ୍ସବ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ...

ନୂଆଦିଲ୍ଲୀଠାରେ ‘ଓଡ଼ିଶା ପର୍ବ’ରେ ଯୋଗ ଦେଲେ ରାଜ୍ୟପାଳ

  ବିକଶିତ ଓଡ଼ିଶା ଗଢ଼ିବା ପାଇଁ ସାମୁହିକ ଭାବେ ସଂକଳ୍ପ ନେବାକୁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର, : ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।