October 9, 2026

EPA editor

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ

ଭୁବନେଶ୍ୱର: ବରିଷ୍ଠ ନାଗରିକ ସମାଜର ଅମୂଲ୍ୟ ସମ୍ପଦ। କାରଣ ସେମାନଙ୍କ ବୟସ, ଅନୁଭବ, ଅଭିଜ୍ଞତା ଓ ଦିଗ୍‌ଦର୍ଶନ ଆଗକୁ ବଢିବାକୁ ପ୍ରେରଣା ଦେଇଥାଏ। ଏକ ଶୃଙ୍ଖଳିତ ଓ...

“ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର :ସୋନପୁରସ୍ଥିତ ସ୍ୱତନ୍ତ୍ର ପୌଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ପକ୍ଷରୁ ୧୦ ସେପ୍ଟେମ୍ବର ୨୦୨୬ରେ “ସ୍ୱଚ୍ଛତା ହିଁ ସେବା” ଶୀର୍ଷକ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି କେନ୍ଦ୍ର...

ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର

  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଏବଂ ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ...

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ନିଆଳି ଅଞ୍ଚଳରେ ଟାଟା ପାୱାର ଦ୍ୱାରା ପରିଚାଳିତ ବିଦ୍ୟୁତ ସଞ୍ଚାରଣ ବ୍ୟବସ୍ଥା ଓ...

‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

  ଭୁବନେଶ୍ୱର, ୯ ସେପ୍ଟେମ୍ବର ୨୦୨୬: ରାଜ୍ୟର ଯୁବପିଢ଼ିଙ୍କ ନେତୃତ୍ୱ, ସୃଜନଶୀଳତା ଓ ନବସୃଜନକୁ ଜାତୀୟ ସ୍ତରରେ ନୂଆ ପରିଚୟ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ...

ଓଡିଶା ରତ୍ନ ଜାତୀୟ ପୁରସ୍କାର ୨୦୨୬ ପାଇଁ ଶିକ୍ଷାବିତ ମନୋନୀତ

ଭୁବନେଶ୍ୱର:ନାସନାଲ ଏକାଡେମୀ ଅଫ ସାକ୍ଷରତା ମିଶନ (NASM) ତରଫରୁ ଆୟୋଜିତ ଓଡିଶା ରତ୍ନ ଜାତୀୟ ପୁରସ୍କାର ୨୦୨୬ ପାଇଁ ଶିକ୍ଷାବିତ ଶ୍ରୀ ରଶ୍ମିରଞ୍ଜନ ମିଶ୍ର ମନୋନୀତ ହୋଇଛନ୍ତି।ଶ୍ରୀ...

୧୦ ସେପ୍ଟେମ୍ବର ରେ ଆତ୍ମହତ୍ୟା ନିରୋଧ ଦିବସ ପାଳନ

ପ୍ରତିବର୍ଷ ୧୦ ସେପ୍ଟେମ୍ବର ରେ ଆତ୍ମହତ୍ୟା ନିରୋଧ ଦିବସ ପାଳନ କରାଯାଏ ।ଏହି ଅବସର ରେ ଆତ୍ମ ହତ୍ୟା ନିରୋଧ ମାନସିକ ସ୍ୱାସ୍ଥ୍ୟ ସଚେତନତା,ପରସ୍ପର ସହଯୋଗ ଏବଂ...

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ପୁରୀ:ଚଳିତ ବର୍ଷ ଅକ୍ଟୋବର ୨୬ ତାରିଖ ରୁ ଆରମ୍ଭ ହେବ କାର୍ତ୍ତିକ ମାସର ରାଈ ଦାମୋଦର ବ୍ରତ ବା ହବିଷ୍ୟାଳୀ ବ୍ରତ।ଏହି ବ୍ରତ ନଭେମ୍ବର ୨୪ ତାରିଖ...

ମିଳିତ ବୈଠକରେ ପ୍ରଶାସନକୁ ଶେଷ ଚେତାବନୀ ଦେଲା “ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଞ୍ଚ”

  ପୁରୀ ବାସୀଙ୍କ ପାଇଁ ସ୍ୱତନ୍ତ୍ର ଓ ସ୍ଥାୟୀ ବ୍ୟବସ୍ଥା ଘୋଷଣା ନହେଲେ ଆହୋରାତ୍ର ଗଣଧାରଣା ଓ ପୁରୀବନ୍ଦ ପୁରୀ, : ପୁରୀ କେବଳ ଏକ ସହର...

ସେlନପୁର ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଆୟୋଜିତ

l ସୁବର୍ଣ୍ଣପୁର -- ସୁବର୍ଣ୍ଣପୁର ଜିଲ୍ଲା ସେlନପୁର ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ସରକାରୀ ବାଳିକା ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଛି lପୂର୍ବାହ୍ନ ରେ...