April 3, 2026
Home » Archives for EPA editor » Page 608

EPA editor

ଜିଲ୍ଲା ସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ରୟାଗଡ଼ ମାନ୍ୟବର କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଉଲ୍ଲକାଙ୍କ ଅଧ୍ୟକ୍ଷତlରେ ଅଧ୍ୟକ୍ଷତରେ ଜିଲ୍ଲାସ୍ତରୀୟ ସାଂସଦ କ୍ଷେତ୍ର ସଡ଼କ ସୁରକ୍ଷl ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି...

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା (ଦିଶା) କମିଟି ବୈଠକ

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା(ଦିଶା)କମିଟି ବୈଠକ ସ୍ଥାନୀୟ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ କମିିଟିର ଅଧ୍ୟକ୍ଷ ତଥା କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକାଙ୍କ...

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ କନ୍ୟା ସନ୍ତାନ ଦିବସ ପାଳିତ ଝିଅ ହେଲେ ସଶକ୍ତ , ଉଜ୍ଜ୍ୱଳ ହେବ ଭବିଷ୍ୟତ

ଦେଶରେ ପୁଅଙ୍କ ତୁଳନାରେ ଝିଅ ମାନଙ୍କ ସଂଖ୍ୟା ହ୍ରାସ ପାଉଛି , ଯାହା ଆଗାମୀ ଦିନରେ ଏକ ବଡ଼ ସାମାଜିକ ସମସ୍ୟା ରୂପରେ ଦେଖାଦେବ। ତେବେ ଝିଅଙ୍କ...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ସମ୍ପ୍ରସାରିତ ଗୃହ ଓ ନବ ନିର୍ମିତ କୋଲନାରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କୋଠା ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

ସାଧାରଣ ତନ୍ତ୍ର ଦିବସରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ, ଓଡିଶା ସରକାର...

ରାୟଗଡ଼ ଜିଲ୍ଲାପାଳଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ...

ରାୟଗଡରେ ଇ -ଅଫିସ ଶୁଭାରମ୍ଭ କଲେ ମାନ୍ୟବର ସୂଚନା ଓ ପ୍ରଯୁକ୍ତି ବିଭାଗ ମନ୍ତ୍ରୀ

ରାୟଗଡାରେ ଇ -ଅଫିସ ଶୁଭlରମ୍ଭ କରିଛନ୍ତି ଡ଼. ମୁକେଶ ମହାଲିଙ୍ଗ,ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକସ ଏବଂ ସୂଚନା ଓ ପ୍ରଯୁକ୍ତି...

ପେନକାମ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ରାମନାଗୁଡା:ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ପେନକାମ ପଞ୍ଚାୟତ ଅଧୀନରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବୁଧବାର ଦିନ ପ୍ରଥମ କରି ବାର୍ଷିକ ଉତ୍ସବ...

ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ପାଲୁପାଇରେ ବାର୍ଷିକ ଉତ୍ସବ ଅନୁଷ୍ଠିତ।

ରାମନାଗୁଡା:-୩୦-୦୧-୨୦୨୫-ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ସୁଣ୍ଡିଧାମୁଣି ପଞ୍ଚାୟତ ସ୍ଥିତ ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଲୁପାଇ ଠାରେ ବାର୍ଷିକ ମହୋତ୍ସବ...

ଧର୍ମଗଡ଼ ଦେଶୀ ମଦ ଭାଟି ରୁ ସଶସ୍ତ୍ର ଡକାୟତି। ଦୁଇ ଅଟକ…. ତଦନ୍ତ ଜାରୀ

ଧର୍ମଗଡ଼ ସହର ଭୀମଖୋଜ ପଡା ଦେଶୀ ମଦ ଭାଟିରୁ ଗତକାଲି ବିଳମ୍ବିତ ରାତ୍ରୀରେ ସଶସ୍ତ୍ର ଡକାୟତି ହୋଇଛି। ଡକାୟତମାନେ ଭାଟି କର୍ମଚାରୀଙ୍କୁ ପିସ୍ତଲ,ବନ୍ଧୁକ ଓ ଛୁରୀ ଦେଖାଇ...

ବଗାଡ଼ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଧର୍ମଗଡ ବ୍ଲକ ବଗାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇ ଯାଇଛି। ପ୍ରଧାନ ଶିକ୍ଷକ ପର୍ତ୍ତିଶ୍ୱର ମୁଣ୍ଡ ଙ୍କ ସଭାପତିତ୍ୱ ରେ...