ସାମ୍ବାଦିକ ଙ୍କ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଅପରିବର୍ତ୍ତିତ ରଖିବାକୁ ଓଡିଶା ସାମ୍ବାଦିକ ସଂଘର ଦାବୀ ପୂରଣ ନହେଲେ ଆନ୍ଦୋଳନ ଚେତାବନୀ
ପାରାଦୀପ : : ରାଜ୍ୟର କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କୁ ଆୟୁସମାନ ଭାରତ ଯୋଜନାରେ ପରିବର୍ତ୍ତନ...
