February 23, 2026
Home » ଅପରାଧ » Page 6

ଅପରାଧ

62 କେଜି 810 ଗ୍ରାମ ଗଞ୍ଜେଇ ସହ 8 ଟି ମୋବାଇଲ୍ ଫୋନ 2 ଟି କାର ଜବତ: 9 ଗିରଫ l

ଉତ୍ତର ପ୍ରଦେଶର ଲିଙ୍କ ରହିଛି : ସୁବର୍ଣ୍ଣପୁର -- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପୁଲିସ 62 କେଜି 810 ଗ୍ରାମ ଗଞ୍ଜେଇ ସହ 2ଟି କାର ,...

ଏସ ଆଇ ମହାଘୋଟଲାର ମୋଷ୍ଟ ଓ୍ବାଣ୍ଟେଡ୍ ମୁନା ମହାନ୍ତି କ୍ରାଇମବ୍ରାଞ୍ଚ୍ ହାତରେ ଧରାପଡ଼ି ଗିରଫ ।

  ନୟାଗଡ଼:ଓଡ଼ିଶା ରାଜ୍ୟ କାହିଁକି ସାରା ଦେଶରେ ଚର୍ଚ୍ଚା ପାଲଟିଥିବା ଓଡ଼ିଶା ଏସ ଆଇ ପରୀକ୍ଷା ମହାଘୋଟାଲାର ମୋଷ୍ଟ ଓ୍ବାଣ୍ଟେଡ ମୁନା ମହାନ୍ତି ସହ ୩ଜଣଙ୍କୁ ନୟାଗଡ଼...

ମାଓବାଦୀଙ୍କ ନାମରେ ବାପାଙ୍କୁ ଚାନ୍ଦା ମାଗି ପୁଅ ଗିରଫ।

  ମାଓବାଦୀଙ୍କ ନାମରେ ଚିଠି ଦେଇ ବ୍ୟବସାୟୀ ବାପାଙ୍କୁ ଚାନ୍ଦା ମାଗିଥିଲେ ପୁଅ । ଲକ୍ଷେ କି ୨ ଲକ୍ଷ ନୁହେଁ, ପୂରା ୩୫ ଲକ୍ଷ। ଏବେ...

ଓଡ଼ିଆ ଛାତ୍ରୀଙ୍କୁ ବଳାତ୍କାର ଘଟଣା:ନାରୀ ନ୍ୟାୟ ବାହିନୀର ବିକ୍ଷୋଭ

    ଭୁବନେଶ୍ୱର : କୋଲକାତାରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର ଘଟଣାକୁ ପ୍ରତିବାଦ କରି ନାରୀ ନ୍ୟାୟ ବାହିନୀ ପକ୍ଷରୁ ଗାନ୍ଧିମାର୍ଗରେ ଗଣଧାରଣା ଦେବା ସହ...

ପୁଲିସ ଭୟରେ ଗଞ୍ଜେଇ ଭର୍ତ୍ତି କାର ଛାଡି ଚାଳକ ଫେରାର : କାର ଜବତ କରି ତଦନ୍ତ କରୁଛି ପୁଲିସ l

  ସୁବର୍ଣ୍ଣପୁର --ସୁବର୍ଣ୍ଣପୁର ଜିଲ୍ଲା ଦେଇ ବିନିକା - ରାମପୁର - ପଣ୍ଡକିଟାଲ କେନାଲ ରାସ୍ତାରେ ଗଞ୍ଜେଇ ମାଫିଆଙ୍କ ପାଇଁ ଭଲ ବାଟ ଥିଲା ଚୋରା ଗଞ୍ଜେଇ...

ପଞ୍ଚାୟତ କାର୍ଯ୍ୟାଳୟ ରୁ ରନ୍ଧା ହରିଣ ମାଂସ ଜବତ ଘଟଣା

ଆଠଗଡ : ଗତ ମଙ୍ଗଳବାର ସନ୍ଧ୍ୟାରେ ଆଠଗଡ ବ୍ଲକ ଅନ୍ତର୍ଗତ ମହାକାଳବସ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ମଦ ଓ ଜଙ୍ଗଲ ମାଂସ ଭୋଜି ଚଲ୍ ଥିବା ଖବର ପାଇ...

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଗିରଫ,ମୁଖ୍ୟ ଅଭିଯୁକ୍ତ ଫେରାର l

ସୁବର୍ଣ୍ଣପୁର-- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ବୁରୋମୁଣ୍ଡା ଠାରେ ଥିବା ଗଞ୍ଜେଇ ଗୋଦାମ ରେ ଚଢ଼ାଉ କରିଛି ସୋନପୁର ପୋଲିସ l ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ...

ପୁଲିସ ଏସଆଇ ପରୀକ୍ଷା ଘଟଣା: ସୁବର୍ଣ୍ଣପୁର ଜିଲ୍ଲାର ୨ ଗିରଫ l

  ସୁବର୍ଣ୍ଣପୁର -- ନିକଟରେ ଘଟିଥିବା ଓଡ଼ିଶାର ବହୁଚର୍ଚ୍ଚିତ ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ପରୀକ୍ଷା ଜାଲିଆତି ମାମଲା ରେ ସୁବର୍ଣ୍ଣପୁର ଜିଲ୍ଲା ରୁ ଦୁଇ ଜଣ ଗିରଫ...

ସାବତ ପୁଅ ର ଭୁଜାଲି ଚୋଟ ରେ ସାବତ ବାପର ମୃତୁ

  ଯୋଡ଼ା - କେନ୍ଦୁଝର ଜିଲ୍ଲା ଯୋଡ଼ା ସହର ର ହନୁମାନ ହୋଟିଂ ରେ  ରବିବାର ଦିନ ନିଜ ସାବତ ବାପାଙ୍କୁ ସାବତ ପୁଅ ସଂଘବଦ୍ଧ ଭାବେ ହତ୍ୟା...

ସ୍ତ୍ରୀକୁ କୁରାଢ଼ିରେ ହାଣି ହତ୍ୟା କଲେ ଏବିଡିଓ

ହାଟଡିହ: ଝିଅ ଆଗରେ ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା କଲେ ଏବିଡିଓ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝରଜିଲ୍ଲା ହାଟଡିହି ବ୍ଲକ୍‌ ନନ୍ଦିପଦା ଥାନା ଅନ୍ତର୍ଗତ ଡଅଁର...

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।