ଦୀନଦୟାଲ ଉପାଧ୍ୟାୟଙ୍କ ଦର୍ଶନର ସମକାଳୀନ ପ୍ରାସଙ୍ଗିକତା ଉପରେ ସେମିନାର ଓ ଡ. ସୁନୀତି ମୁଣ୍ଡଙ୍କ ପୁସ୍ତକ ଲୋକାର୍ପଣ।
କଳାହାଣ୍ଡି :ନୂଆଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବ୍ ଅଫ୍ ଇଣ୍ଡିଆର ଡିପୁଟି ଚେୟାରମ୍ୟାନ ହଲ୍ରେ ଗୁରୁବାର “ସାଂପ୍ରତିକ ସାମାଜିକ ଓ ରାଜନୈତିକ ପରିପ୍ରେକ୍ଷୀରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଦର୍ଶନର ପ୍ରାସଙ୍ଗିକତା”...
