ଏସିଆନ୍ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ ଚାମ୍ପିଅନସିପ୍-୨୦୨୫ରେ ଜିତିଥିବା କ୍ରୀଡ଼ାବିତ୍ଙ୍କୁ ସମ୍ବର୍ଦ୍ଧିତ
ଏସିଆନ୍ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ ଚାମ୍ପିଅନସିପ୍-୨୦୨୫ରେ କାଂସ୍ୟ ପଦକ ଜିତିଥିବା କ୍ରୀଡ଼ାବିତ୍ ପ୍ରଣତୀ ନାୟକ ଏବଂ ୩୮ତମ ନ୍ୟାସନାଲ୍ ଅଣ୍ଡର-୯ ଚେସ୍ ଚାମ୍ପିଅନସିପ୍ରେ (୩୮ତମ ଜାତୀୟ ୯ବର୍ଷରୁ କମ୍...
