ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଦ୍ଵାର ନୂତନ ଖାଉଟି କାର୍ଡ ବଣ୍ଟନ
ରାୟଗଡ଼ ଜିଲ୍ଲା ସ୍ତରୀୟ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଜିଲ୍ଲାପରିଷଦ ରାୟଗଡ ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ,ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...
