August 20, 2026
Home » ରାଜନୀତି » Page 11

ରାଜନୀତି

ଆଇପିଏସ୍‌ ଏଡିଜି ଦୟାଲ ଗଙ୍ଗୱାରଙ୍କୁ ନିଲମ୍ବିତ

  ଭୁବନେଶ୍ବର: ବାଲିଅନ୍ତାରେ ଘଟିଥିବା ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟାକାଣ୍ଡ ଘଟଣାରେ ବିବାଦକୁ ଆସିଥିବା ଆଇପିଏସ୍‌ ଅଧିକାରୀ ତଥା ଏଡିଜି ଦୟାଲ ଗଙ୍ଗୱାରଙ୍କୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ...

ବିକାଶର ଧାରା ଓଡ଼ିଶା ସାରା ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ କଟକ:- ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂସ୍କୃତି ଭବନଠାରେ...

ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା “ରାଇରଙ୍ଗପୁର ପୋଲିସ ଜିଲ୍ଲା”ର ଶୁଭ ଉଦଘାଟିତ

  ଓଡ଼ିଶାର ପୋଲିସ ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ଜନମୁଖୀ ଓ କାର୍ଯ୍ୟକ୍ଷମ କରିବା ଦିଗରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହୋଇଛି। ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ...

ଧର୍ମଗଡ଼ ପଞ୍ଚାୟତ ସମିତି ପକ୍ଷରୁ ବ୍ଲକ ସ୍ତରୀୟ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ।

  ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଧର୍ମଗଡ଼ ପଞ୍ଚାୟତ ସମିତି ପକ୍ଷରୁ ବ୍ଲକ ସ୍ତରୀୟ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆଜି...

ପାରାଦ୍ୱୀପ ନଗର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ୫୬ତମ ଜନ୍ମ ଦିବସ ପାଳିତ

  ପାରାଦ୍ୱୀପ- ପାରାଦ୍ୱୀପ ନଗର କଂଗ୍ରେସ ପକ୍ଷରୁ ଲୋକସଭାର ବିରୋଧୀ ଦଳର ନେତା ଶ୍ରୀ ରାହୁଲ ଗାନ୍ଧୀଙ୍କ ୫୬ତମ ଜନ୍ମ ଦିବସ ପାଳିତ ହୋଇ ଯାଇଛି। ଜୁନ...

ଜଳ ସମ୍ପଦ ବିଭାଗ ସମ୍ପର୍କରେ ଆଲୋଚନା କଲେ ରାଜ୍ୟପାଳ

  ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର:: ରାଜ୍ୟରେ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି...

ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ “ବିକାଶର ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ

ଓଡ଼ିଶାର ନୂତନ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ “ବିକାଶର ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ତଥା ଓଡ଼ିଶା ସରକାରଙ୍କ ଜନହିତକର ପଦକ୍ଷେପ “ସହରାଞ୍ଚଳ ଜନସମ୍ପର୍କ...

ବରଗଡ଼ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

      ବରଗଡ଼: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମର ଅଂଶସ୍ୱରୂପ ମାନ୍ୟବର ଜିଲ୍ଲା ପ୍ରଭାରି ତଥା ସ୍ୱାସ୍ଥ୍ୟ ଏବଂ ପରିବାର...

୨୧ ଜୁନ୍‌ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’

 କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସହ ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାଳାପ ଭୁବନେଶ୍ୱର, ୧୬/୦୬: ରଜ ପର୍ବର ଶେଷ ଦିନରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରସ୍ଥିତ ମିଶନ...

ଧର୍ମଗଡ଼ରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ

ଧର୍ମଗଡ଼ :କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଏବଂ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଧର୍ମଗଡ଼ଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।