August 20, 2026
Home » ରାଜନୀତି » Page 15

ରାଜନୀତି

ସୋନପୁର ପୌରପରିଷଦର ଦୁର୍ନୀତି ପେଡ଼ି

: ସୋନପୁର ପୌରପରିଷଦର ‘ପାରିବାପଣିଆ’ ପଦାରେ: ଉଦଘାଟନ ଦିନଠାରୁ ତାଲା ଝୁଲୁଛି ‘ହେରିଟେଜ୍ ପାର୍କ’ରେ l   ସୁବର୍ଣ୍ଣପୁର ଜିଲ୍ଲାର ସୁନାମଧନ୍ୟ ଐତିହ୍ୟ, କଳା, ସଂସ୍କୃତି ଏବଂ...

ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ( ନଦୀବନ୍ଧ ଯୋଜନା ) ର ଅନୁଧ୍ୟାନ କରିଲା ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ

    ନୟାଗଡ,: ( ଇପିଏ ) ନୟାଗଡ ଦୀର୍ଘ ୬୫ ବର୍ଷ ହେଲା ନୟାଗଡ ଜିଲ୍ଲାରେ ବୃତ୍ତଙ୍ଗ ଜଳସେଚନ ଯୋଜନା କାର୍ଯ୍ୟକାରୀ ହେବାର ସ୍ବପ୍ନ ସାକାର...

ସୋନପୁର ମ୍ୟୁନିସିପାଲିଟି ଦୁର୍ନୀତି ପେଡ଼ି ଭାଗ-୩ : ସଫେଇ ଗାଡ଼ି କିଣାରେ ମେଗା ସ୍କାମ୍; କାମ ଶୂନ, କାଗଜପତ୍ରରେ ଚାଲିଛି ତେଲ ବିଲ୍‌ l

ସୁବର୍ଣ୍ଣପୁର: ସୋନପୁର ପୌରପରିଷଦ ଏବେ ଦୁର୍ନୀତିର ଗନ୍ତାଘର ପାଲଟିଛି। ସହରକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ନାଁରେ ସାଧାରଣ ଜନତାଙ୍କ ଟିକସ ପଇସାକୁ କିଭଳି ଦିନଦ୍ୱିପ୍ରହରରେ ହରିଲୁଟ୍...

ଖୋର୍ଦ୍ଧାରୋଡ ଷ୍ଟେସନ ଇନଚାର୍ଜ ହେଲେ ଏଲ ଡ଼ି ମହାନ୍ତି: ସ୍ୱାଗତ ଜଣାଇଲା ଶ୍ରମିକ କଂଗ୍ରେସ।

  ଖୋରଧା-ଜଟଣ:- ଖୋର୍ଦ୍ଧାରୋଡ ରେଳମଣ୍ଡଳ ଅନ୍ତର୍ଗତ ଖୋର୍ଦ୍ଧାରୋଡ଼ ଷ୍ଟେସନ ଇନଚାର୍ଜ ଭାବେ ଯୋଗଦେଲେ ଏଲ ଡ଼ି ମହାନ୍ତି, ଶ୍ରମିକ କଂଗ୍ରେସ ମଣ୍ଡଳ ସହ ସଂଯୋଜକ ନିରଞ୍ଜନ ମିଶ୍ରଙ୍କ...

ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଓଡ଼ିଶାର ୧୩ଟି EMRSରେ ସ୍ପେସ୍ ଲ୍ୟାବ୍ ଉଦଘାଟିତ

  ଭୁବନେଶ୍ୱର:ଆଦିବାସୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶବ୍ୟାପୀ...

ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକଙ୍କ ଛତ୍ରପୁର ଗସ୍ତ

  ଛତ୍ରପୁର:ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁରସ୍ଥିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ବ୍ରହ୍ମପୁରଠାରେ...

ଆଗାମୀ ଦିନରେ ଛାତ୍ର ଓ ଯୁବସମାଜ ଦ୍ୱାରା ଏକ ବଡ଼ ବିପ୍ଳବର ସୂଚନା ସ୍ପଷ୍ଟ : ଭକ୍ତ

  ମହାନଦୀ ଜଳକୁ ଛତିଶଗଡକୁ ଦାନକରି ପ୍ରଧାନମନ୍ତ୍ରୀ ଓଡିଶାରେ ଉତ୍ସବ ପାଳିବେ : ଭକ୍ତ କଂଗ୍ରେସ ସରକାର ସମୟରେ ନଦୀ ଜଳ ବିବାଦର ସୁଚାରୁ ସମାଧାନ ହେଉଥିଲା...

ଧର୍ମଗଡ଼ ବିଜୁ ଜନତା ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ ଓ ପ୍ରତିବାଦ ସଭା।

  ମହାମହିମ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟରେ ଉପ ଜିଲ୍ଲାପାଳ ଙ୍କୁ ଦାବୀପତ୍ର.... ଧର୍ମଗଡ଼ ବିଜୁ ଜନତା ଦଳ ପକ୍ଷରୁ ନିର୍ବାଚନ ମଣ୍ଡଳୀ ସ୍ତରୀୟ ନାରୀ ଅଧିକାର ଅଭିଯାନ...

ଗଣ ଆନ୍ଦୋଳନକୁ ପୋଲିସ ଦ୍ବାରା ମିଛ କେସ୍ ଲଗାଇ ଦବାଇ ଦେବାର ଚକ୍ରାନ୍ତ-

ଗଣତନ୍ତ୍ର ଓ ସମ୍ବିଧାନର ହତ୍ୟା : ଜୁନ୍ ୧୦ରେ- ପୋଲିସ୍ ଡିଜି କାର୍ଯ୍ୟାଳୟ ସାମ୍ନାରେ ଧାରଣା : ନବନିର୍ମାଣ କୃଷକ ସଂଗଠନ l ସୁବର୍ଣ୍ଣପୁର ---ନବନିର୍ମାଣ କୃଷକ...

ଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁରୀ

ଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ରାମେଶ୍ବରରୁ ପାରାଦୀପ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।