August 20, 2026
Home » ରାଜନୀତି » Page 16

ରାଜନୀତି

କଂଗ୍ରେସ ଦଳ ପକ୍ଷରୁ ଏଆଇସିସି ସମ୍ପାଦକ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲେ କଂଗ୍ରେସ କର୍ମକର୍ତ୍ତା

  ଧର୍ମଗଡ଼ :କୋକସରା ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବୁଧବାର ଏଆଇସିସି ସମ୍ପାଦକ ତଥା ଓଡିଶା ପ୍ରଭାରୀ ଥିବା କଂଗ୍ରେସ ଦଳ ର ବରିଷ୍ଠ ନେତା ଜେ.ଟି...

ବିଭିନ୍ନ ମୌଳିକ ସମସ୍ୟା ନେଇ ବ୍ଲକ ଘେରାଉ କଲେ ପଞ୍ଚାୟତବାସୀ

  ପୋଲସରା: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ବିରଞ୍ଚିପୁର ଗ୍ରାମପଞ୍ଚାୟତ ରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ନହେବା ଏବଂ ବିଭାଗୀୟ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟକଳାପ ରେ...

ବୀରମହାରାଜପୁର ପଞ୍ଚାୟତ ସମିତି ବୈଠକ : ସମିତି ବୈଠକ ରେ ଉଦବେଗ ପ୍ରକାଶ କଲେ ସରପଞ୍ଚ l

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହାଙ୍କ ପୌରାହିତ୍ୟ ରେ ଅନୁଷ୍ଠିତ ସମିତି ବୈଠକରେ ଉଫୁଲା ଗ୍ରାମ ପଂଚାୟତର ସରପଞ୍ଚ ଶ୍ରୀୟା କର୍ମୀ ସମସ୍ତ ଗ୍ରାମ...

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

  ଭୁବନେଶ୍ୱର:ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ‘ଇନଷ୍ଟିଚ୍ୟୁଟ୍ ଅଫ୍ ଟାଉନ୍ ପ୍ଲାନର୍ସ, ଇଣ୍ଡିଆ’...

ପୌରାଧ୍ୟକ୍ଷ ଙ୍କ ଘର ଉପରକୁ ବୋମାମାଡ ଘଟଣା

ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପାରାଦୀପ ବାର୍ ଆସୋସିଏସନ୍ ପକ୍ଷରୁ ପ୍ରଶାସନକୁ ଦାବୀପତ୍ର ପାରାଦୀପ, : ପାରାଦୀପ ବାର୍ ଆସୋସିଏସନ୍ ଉପସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ...

ପାରାଦୀପ ନଗରପାଳ ବସନ୍ତ ବିଶ୍ୱାଳଙ୍କ ଘର ଉପରେ ବୋମା ମାଡ ଘଟଣାକୁ ନଗର ବିଜେଡିର ଦୃଢ ନିନ୍ଦା

୬ଜଣଙ୍କୁ ଅଟକ ରଖି ପୋଲିସ୍‌ର ତଦନ୍ତ ଆରମ୍ଭ ପାରାଦୀପ ନଗରପାଳ ବସନ୍ତ ବିଶ୍ୱାଳଙ୍କ ଘରେ ଉପରେ ଶନିବାର ଦିନ ସଂନ୍ଧ୍ୟାରେ ବୋମା ମାଡ ଘଟଣାକୁ ଦୃଢ ନିନ୍ଦା...

ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟାଙ୍କ ବରଗଡ଼ ଗସ୍ତ

  ବରଗଡ଼,: ବରଗଡ଼ ଜିଲ୍ଲାର କେତେକ କେନ୍ଦ୍ରରେ ନିମ୍ନମାନର ପୋକ ବାହାରୁଥିବା ଛତୁଆ ବଣ୍ଟନ ହେଉଥିବା ଅଭିଯୋଗ ଅନୁଯାଇ ଓଏସସିପିସିଆର ଠାରେ ରୁଜୁ ହୋଇଥିବା କେସ୍ ନଂ–୯୨/୨୦୨୬ର...

ପୁଣି ରାଜରାସ୍ତାରେ ଚାଷୀ

କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକର କୁଟ୍ରୁ ଛକରେ ଚାଷୀଙ୍କ ରାସ୍ତାରୋକ ଟୋକନ ଅଛି, ଧାନ ଉଠୁନି; ମଣ୍ଡି ସମସ୍ୟାକୁ ନେଇ ଚାଷୀଙ୍କ ବିକ୍ଷୋଭ..... କଳାହାଣ୍ଡି ଜିଲ୍ଲା କଲମପୁର...

ପାରାଦ୍ୱୀପ ନଗରପାଳଙ୍କ ଘର ଉପରେ ବୋମା ମାଡ଼ ଘଟଣା

ବାପି ସର୍ଖେଲ ଓ ବାପୁ ପରିଡାଙ୍କ ସମ୍ପୃକ୍ତି ଅଛି ବୋଲି ଦାବୀ କଲା କଂଗ୍ରେସ। ପାରାଦ୍ୱୀପ- ଗତ ମେ ୩୦ ତାରିଖ ସନ୍ଧ୍ୟାରେ ପାରାଦ୍ୱୀପ ପୌରପାଳିକା ଅଧ୍ୟକ୍ଷ...

ମହାନଦୀ ବଞ୍ଚାଓ ଆନ୍ଦୋଳନ

  ମହାନଦୀରେ ଉପଲବ୍ଧ ଜଳ ରାଶି ସମ୍ପର୍କରେ ଚିନ୍ତନ ବୈଠକ ଅନୁଷ୍ଠିତ ମହାନଦୀରେ ପ୍ରକୃତରେ କେତେ ପାଣି ଉପଲବ୍ଧ ତାକୁ ନେଇ ଦିଲ୍ଲୀରେ ହେବ ଜାତୀୟ ବୈଷୟିକ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।