August 20, 2026
Home » ରାଜନୀତି » Page 17

ରାଜନୀତି

ଲୋକଭବନରେ ଦୁଇ ଦିନିଆ କୁଳପତି ସମ୍ମିଳନୀ ଆରମ୍ଭ

ଭାରତୀୟ ମୂଲ୍ୟବୋଧକୁ ଭିତ୍ତିକରି ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର: ଭାରତୀୟ ମୂଲ୍ୟବୋଧକୁ ଭିତ୍ତିକରି ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ଓଡ଼ିଶାର...

ହଜାର ହଜାର କର୍ମୀଙ୍କ ସହ ରାଜା ସାମନ୍ତରାୟଙ୍କ କଂଗ୍ରେସକୁ ଘର ବାହୁଡା଼

  କଂଗ୍ରେସର ଲୋକପ୍ରିୟତା ବୃଦ୍ଧି ପାଇବାରେ ଲାଗିଛି, କଂଗ୍ରେସକୁ ରୋକିବା ଅସମ୍ଭବ : ଭକ୍ତ ଭୁବନେଶ୍ୱର;  ପୂର୍ବତନ ପିପିଲି ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପୁତ୍ର, ଲୋକପ୍ରିୟ ଯୁବନେତା...

ସ୍ନାନଯାତ୍ରା ଏବଂ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ହେବସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ।

ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ କୁ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଶୃଙ୍ଖଳିତ ନୀତି କାନ୍ତି ସହ ମହାପ୍ରଭୁଙ୍କ...

ଅଘୋଷିତ ବିଜୁଳି କାଟକୁ ନେଇ ଗର୍ଜିଲା ରଣପୁର କଂଗ୍ରେସ

ରଣପୁର ବ୍ଲକ ରେ ଟାଟାପାଞ୍ଵାର କମ୍ପାନି ଅଘୋଷିତ ବିଦ୍ୟୁତକାଟ,ଲୋଭୋଲଟଜ ଓ ଉପଭୋକ୍ତାଙ୍କୁ ସୋଷଣା କରିବା ବନ୍ଦ କରିବା ଜାବୀରେ ରଣପୁର ବ୍ଳକ କଂଗ୍ରେସ କମିଟି ପକ୍ଷରୁ ସଭାପତି...

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬”

ବ୍ରହ୍ମପୁର : ଭାରତୀୟ ଜନତା ପାର୍ଟି, ଗଞ୍ଜାମ ଜିଲ୍ଲା ପକ୍ଷରୁ “ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ପ୍ରଶିକ୍ଷଣ ବର୍ଗ ଗୋପାଳପୁର ସ୍ଥିତ ହୋଟେଲ୍ ପ୍ରମୋଦ ରେଡ଼ିସନ୍...

ନିଟ୍-ୟୁଜି ପରୀକ୍ଷାର ପ୍ରଶ୍ନପତ୍ର ପ୍ରଘଟ:ଛାତ୍ରକଂଗ୍ରେସର ରାଜ୍ୟବ୍ୟାପୀ ଅନ୍ଦୋଳନ

  ନିଟ୍-ୟୁଜି ପରୀକ୍ଷାର ପ୍ରଶ୍ନପତ୍ର ପ୍ରଘଟ ଯୋଗୁଁ ପରୀକ୍ଷା ବାତିଲକୁ ମାସେ ପୂରିବ। ଏହା ସତ୍ତ୍ବେ ଏମିତି ଗୋଟେ ଦିନ ନାହିଁ ଯୋଉଦିନ ବିଭିନ୍ନ ମହଲରୁ ଧର୍ମେନ୍ଦ୍ର...

ନବକଳେବର ହେବ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲ

  ୫୨କିମି ପାଇଁ ୫୬୦ କୋଟି ଟଙ୍କାର ଡିପିଆର ପ୍ରସ୍ତୁତ ଭବାନୀପାଟଣା : ଦୀର୍ଘ ତିନି ଦଶନ୍ଧିର ପରେ ଏବେ ଚାଷୀ ଙ୍କ ବହୁ ପ୍ରତୀକ୍ଷିତ ସ୍ବପ୍ନ...

ବ୍ରହ୍ମପୁରରେ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

  ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ଏହି ପଦଯାତ୍ରା କମାପଲ୍ଲୀ...

ଉପାନ୍ତ ଅଞ୍ଚଳ ରେ ରେନ ଫେଡ଼ ଏରିଆ ଉନ୍ନତିକରଣ ନାମରେ ହରିଲୁଟ ଅଭିଯୋଗ

ସୁବର୍ଣ୍ଣପୁର ----ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ର ଅଣ ଜଳସେଚିତ ଅଞ୍ଚଳ ର ଉନ୍ନତି ପାଇଁ ସରକାର ବିଭିନ୍ନ ଯୋଜନା ମାନ ପ୍ରସ୍ତୁତ କରି ଯୋଜନା ଗୁଡିକ...

ଦିଗଶିରା ଗ୍ରାମପଞ୍ଚାୟତ ରେ ମହିଳା ସରପଞ୍ଚଙ୍କ ସିଟରେ ସ୍ୱାମୀଙ୍କ ପାୱାର ଫୁଲ ରାଜୁତି

 ସୁବର୍ଣ୍ଣପୁର --- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଦିଗଶିରା ଗ୍ରାମପଞ୍ଚାୟତ ରେ ମହିଳା ସରପଞ୍ଚ ଙ୍କ ଆସନ ରେ ସ୍ୱାମୀ ଙ୍କ ରାଜୁତି l ମୌଳିକ ସୁବିଧାରୁ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।