August 21, 2026
Home » ରାଜନୀତି » Page 18

ରାଜନୀତି

ପାରାଦ୍ଵୀପରେ JSW ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

  ପାରାଦ୍ଵୀପ: ଓଡ଼ିଶାର ଶିଳ୍ପ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ପାରାଦ୍ଵୀପର ଏରସମା ଅଞ୍ଚଳରେ JSW Steel ର ମେଗା ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟର ବ୍ଲାଷ୍ଟଫର୍‌ନେସ୍...

ସରୋଜ ପ୍ରଧାନ ପିସିସି ଓବିସି ବିଭାଗ ଅଧ୍ୟକ୍ଷ ନିଯୁକ୍ତ

  ଭୁବନେଶ୍ୱର; ଅଖିଳ ଭାରତ ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅନୁମୋଦନ ଓ ପିସିସି ସଭାପତିଙ୍କ ପରାମର୍ଶ କ୍ରମେ ଓଡିଶା ପ୍ରଦେଶ କଂଗ୍ରେସ ଅନ୍ୟାନ୍ୟ ପଛୁଆ...

ଦୁର୍ବଳ ସରକାର ଦୁର୍ବଳ ପୋଲିସ ସୁରକ୍ଷା ଦେବ କେମିତି? : କଂଗ୍ରେସ

  ଭୁବନେଶ୍ୱର:ରାଜ୍ୟରେ କ୍ରମବର୍ଦ୍ଧିଷ୍ଣୁ ହତ୍ୟା, ଅପହରଣ, ଗଣଦୁଷ୍କର୍ମ, ଭିଡହିଂସା ଏବଂ ସରକାର ଏହାକୁ ରୋକି ପାରିବାରେ ଅକ୍ଷମ ହେବାକୁ ନେଇ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ...

ବରିଷ୍ଠ ନାଗରିକ ତଥା ପୂର୍ବତନ ସାଂସଦ ଙ୍କୁ ପ୍ରଶାସନ ର ଏ କି ବ୍ୟବହାର

  ସୁବର୍ଣ୍ଣପୁର ---- ବରିଷ୍ଠ ନାଗରିକ ତଥା ପୂର୍ବତନ ଲୋକସଭା ସଦସ୍ୟ ଙ୍କୁ ପ୍ରଶାସନ ର ଏ ଭଳିଆ ବ୍ୟବହାର ଠିକ ନୁହେଁ l ଗୋଟିଏ ଦୃଶ୍ୟ...

ସିଜିମାଳିରେ ଯୁବ କଂଗ୍ରେସର ଗର୍ଜନ

ଭୁବନେଶ୍ୱର : ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ର ଆଜି ସିଜିମାଳି ଅଂଚଳର ତଳଆମ୍ବପଦର, ସୁଲୁବାଡି, ଡୁମୁରୀପଦର, କୁଲ୍‌ର୍ଲିଙ୍ଗ, ନାକୁରୁଣ୍ଡି ଓ କେରେପାଇ ପ୍ରମୁଖ...

ପାରାଦୀପ ନଗର କଂଗ୍ରେସ ତରଫରୁ ଏକ ଶାନ୍ତିପୂଣ୍ଣ ମଶାଲ ଶୋଭାଯାତ୍ରା

ପାରାଦୀପ - ସଂସଦରେ ପାରିତ ହୋଇଥିବା ନାରୀ ବନ୍ଦନ ଅଧିନୀୟମକୁ ତୁରନ୍ତ କାର୍ଯ୍ୟକାରୀ କରିବା ନିମନ୍ତେ ପାରାଦୀପ ନଗର କଂଗ୍ରେସ ତରଫରୁ ଏକ ଶାନ୍ତିପୂଣ୍ଣ ମଶାଲ ଶୋଭାଯାତ୍ରା...

ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଲୋଚନା ଚକ୍ର              

 'ମୋ ସ୍ବପ୍ନର ନୟାଗଡ଼' ନୟାଗଡ଼ : (ଇପିଏ ) ନୟାଗଡ଼ ଜିଲ୍ଲାର ସାମଗ୍ରିକ ବିକାଶ ଓ ପ୍ରଗତି ପାଇଁ ଏକ ସକାରାତ୍ମକ ପ୍ରୟାସ ଆରମ୍ଭ କରିଛି ନୟାଗଡ...

ସରକାର ଆଗୁଆ ବିଜୁଳି ସମିକ୍ଷା କରିଥିଲେ ଭୟଙ୍କର ଗରମରେ ଲୋକେ ହସ୍ତସନ୍ତ ହୋଇନଥାନ୍ତେ

ଭୁବନେଶ୍ୱର : ଓଡ଼ିଶାରେ ଦେଖାଦେଇଥିବା ଭୟଙ୍କର ବିଦ୍ୟୁତ ସଂକଟ ଓ ଏହାକୁ ନେଇ ସାରା ରାଜ୍ୟବାସୀ ହେଉଥିବା ଅକଥନୀୟ ଦୁର୍ଦ୍ଦଶା ଉପରେ କଂଗ୍ରେସ ଭବନରେ ଏକ ସାମ୍ବାଦିକ...

ଆୟୁଷ୍ମାନ୍ କାର୍ଡରେ ଠକେଇ ଅଭିଯୋଗ

ଜିଲ୍ଲାପାଳଙ୍କ ତଦନ୍ତ ପରେ ସାମ୍ନାକୁ ଆସିଲା ସତ୍ୟ ରୋଗୀଙ୍କୁ ୪ଗୁଣା ଟଙ୍କା ଫେରାଇଲେ ନସିଂହୋମ କର୍ତ୍ତୃପକ୍ଷ..... କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ଶ୍ରୀ ବାଲାଜି ନସିଂ ହୋମ ନାଁରେ...

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ

        ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ ନୟାଗଡ଼ : ( ଇପିଏ ) ନୟାଗଡ଼ ଜିଲ୍ଲାରେ ସୃଷ୍ଟି ହୋଇଥିବା ବିଦ୍ୟୁତ୍ ବିଭ୍ରାଟକୁ ନେଇ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।