August 21, 2026
Home » ରାଜନୀତି » Page 19

ରାଜନୀତି

  ନୟାଗଡ଼ରେ ବିଦ୍ୟୁତ ସମସ୍ୟା ଗୁରୁତର           

              ନିଘୋଡ଼ ନିଦରେ ଟାଟା ପାୱାର     ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆନ୍ଦୋଳନର ଚେତାବନୀ । ନୟାଗଡ଼...

ଚାଷୀଙ୍କଠାରୁ ଧାନ କିଣିବା ସରକାରୀ ନିଷ୍କ୍ରିୟତାର ବିରୁଦ୍ଧରେ ଯୋଗାଣ ବିଭାଗ ସମୁଖରେ ଗଣ ଧାରଣା ।

ପୁରୀ: ଚାଷୀଙ୍କୁ ଟୁକନ ଦେବା ପରେ ମଧ୍ୟ ସେମାଙ୍କ ଠାରୁ ଧର୍ଯ୍ୟ ହୋଇଥିବା ପରିମାଣର ଧାନ କିଣୁନଥିବା ପ୍ରତିବାଦ ରେ ସୁଆଣ୍ଡ ସେତୁ ସଂଗଠନ ପକ୍ଷରୁ ଗତକାଲି...

ରବି ଧାନ କିଣା ସମସ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ଧର୍ମଗଡ଼ ବିଧାୟକ

  ବ୍ୟବସ୍ଥିତ ଢଙ୍ଗରେ ଇନ୍ଦ୍ରାବତୀ ମେଗା ଲିଫ୍ଟ ଅଞ୍ଚଳରୁ ରବି ଧାନ କିଣା ନେଇ ଆଶା ଉଜ୍ଜଳ.... ଧର୍ମଗଡ଼ : ଚଳିତ ରବି ଋତୁରେ ଇନ୍ଦ୍ରାବତୀ ମେଗା...

ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କୁ ପକ୍ଷଭୁକ୍ତ କରାଯାଇ ମାମଲା ରୁଜୁ କରାଯାଉ : କଂଗ୍ରେସ

    ଭୁବନେଶ୍ୱର: ପାରାଦ୍ୱୀପ କୁଜଙ୍ଗ ଅଞ୍ଚଳରେ ମାଫିଆଙ୍କ ବେଆଇନ ମାଟି ଖନନ ଓ ଏସବୁ କାର୍ଯ୍ୟକଳାପରେ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ସମ୍ପୃକ୍ତିକୁ ନେଇ କଂଗ୍ରେସ ଭବନଠାରେ...

ପିସିସି ପକ୍ଷରୁ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ 

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରନ୍ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ, ଭୁବନେଶ୍ୱର...

ସୁବର୍ଣ୍ଣପୁର ଜିଲ୍ଲାରେ ରବି ଋତୁ ପାଇଁ ଧାନ କିଣା ଆରମ୍ଭ

ଅଧିକାଂଶ ଚାଷୀଙ୍କ ପାଖକୁ ଟୋକନ ଆସି ନ ଥିବାରୁ ଚାଷୀ ମାନଙ୍କ ମହଳରେ ତୀବ୍ର ଅସନ୍ତୋଷ l ସୁବର୍ଣ୍ଣପୁର ---ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଚରଦା...

ସାମ୍ବାଦିକ ମାନଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ : ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର

ସୁବର୍ଣ୍ଣପୁର ---ସାମ୍ବାଦିକ ମାନଙ୍କ ପ୍ରତି ରାଜନେତା ଅରିନ୍ଦମ ରାୟ ଦେଇଥିବା ଅଶୋଭନୀୟ ମନ୍ତବ୍ୟ ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ଦାବିପତ୍ର ପୁଲିସ ମହାନିର୍ଦ୍ଦେଶକ...

ସୁବର୍ଣ୍ଣପୁରରେ ଯଶୋଦା ଯୋଜନା ହିତାଧିକାରୀଙ୍କ ପରାମର୍ଶ ଶିବିର ଓ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

   ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଦିନ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଯଶୋଦା ଯୋଜନା ହିତାଧିକାରୀଙ୍କ ପରାମର୍ଶ ଶିବିର ଓ...

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ  ପରିଦର୍ଶନ । ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ।

         ଜିଲ୍ଲା ସାମ୍ବାଦିକ ସଂଘର ଧାରଣା । ନୟାଗଡ଼:ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଚିକିତ୍ସାଳୟରେ ଦେଖାଦେଇଥିବା...

ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ସାମ୍ବାଦିକ ସମ୍ମିଳନୀ ।

ନୟାଗଡ଼ : ନୟାଗଡ ବିଜେପି ବିଧାୟିକା ପ୍ରାର୍ଥୀଙ୍କ ଉପସ୍ଥିତିରେ ନୟାଗଡ଼ ଟାଉନ ଥାନା କାର୍ଯ୍ୟରତ ଦଳିତ ପୋଲିସ ଅଧିକାରୀଙ୍କୁ ଜାତିଆଣ ଆକ୍ଷେପ କରି ମାଡ଼ ମାରିବା, ପୋଲିସକୁ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।