August 21, 2026
Home » ରାଜନୀତି » Page 23

ରାଜନୀତି

ରବିଧାନ ବିକ୍ରିରୁ ବଞ୍ଚିତ ହେବା ନେଇ ତାତିଲେ ମେଗାଲିଫ୍‌ଟ ଅଞ୍ଚଳର ଚାଷୀ।

    କଳାହାଣ୍ଡି: ଇନ୍ଦ୍ରାବତୀ ମେଗାଲିଫ୍ଟ ଅଞ୍ଚଳ ର ଚାଷି ଙ୍କ ରବିଧାନ ପଞ୍ଜିକରଣ ଦାବିରେ କୋକସରା ଠାରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଚାଷୀ।ଭବାନୀପାଟଣା ଜୟପୁର...

ରେଡକ୍ରସ ଦିବସରେ ଧର୍ମଗଡ ରେଡକ୍ରସ୍ ଟାଉନ୍ ହଲ୍

  ଅର୍ଥ ଅଭାବରୁ ଅଧାରେ ଅଟକିଛି ନିର୍ମାଣ କାମ.... ଧର୍ମଗଡ଼ ସହର ମଧ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ମିତ ଧର୍ମଗଡ଼ ରେଡ଼କ୍ରସ ଟାଉନ ହଲ ପୁନଃ କାର୍ଯ୍ୟକ୍ଷମ...

ସ୍ୱାବଲମ୍ବୀ କାରିଗର ଓ ପମ୍ପ ଚାଳକଙ୍କ ପକ୍ଷରୁ ପଞ୍ଚାୟତରାଜ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

  ରାୟଗଡା/ରାମନାଗୁଡ଼ା ::  ରାୟଗଡା ଜିଲ୍ଲା ଦିନିକିଆ ଗସ୍ତରେ ଆସିଥିବା ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଙ୍କୁ ଭେଟି ସ୍ୱାବଲମ୍ବୀ କାରିଗର ଓ ପମ୍ପ...

ଚଳିତ ବର୍ଷର ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତର ସଫଳତା ପାଇଁ ପ୍ରଚାର ପ୍ରସାର ଜୋରଦାର

ନୟାଗଡ଼: ନୟାଗଡ ଜିଲ୍ଲା ଦୌରl ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧକ୍ଷl ଶ୍ରୀ ମତୀ ଅଜନ୍ତା ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶରେ ସଚୀବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଚଳିତ...

ଶ୍ରୀଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ଯ ସେଵା କଳା କେନ୍ଦ୍ର ପକ୍ଷରୁ ନୃସିଂହ ଜନ୍ମୋତ୍ସବ ପାଳିତ

  ଛତ୍ରପୁର: ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଘଡଘଡାପଲ୍ଲୀ ଗ୍ରାମ ରେ ଅବସ୍ଥାପିତ ଶ୍ରୀଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ଯ ସେଵା କଳା କେନ୍ଦ୍ର ପକ୍ଷରୁ...

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ:କଂଗ୍ରେସ ମୁଖପାତ୍ର ଶ୍ରୀମତୀ ଜୟଶ୍ରୀ ପାତ୍ର

ପୁରୀ କଣାସ ରେ ଯେଉଁ ଅମାନବୀୟ ଘଟଣା ଘଟିଛି ତାହାକୁ ସ୍ପଷ୍ଟ ପ୍ରମାଣ କରୁଛି ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି ରାଜ୍ୟର ଆଇନ ପରିସ୍ଥିତି...

ମଇ ୬ ରୁ କମ୍ପାନୀ ଶୋଷଣ ବିରୁଦ୍ଧରେ କଂଗ୍ରେସର ଗାନ୍ଧୀପଥେ ପଦଯାତ୍ରା ଢ଼ିଙ୍କିଆରୁ ଭୁବନେଶ୍ୱର ଆରମ୍ଭ

  ମଇ ୧୪ରେ ଭୁବନେଶ୍ୱରରେ ମହା ସମାବେଶ ଭୁବନେଶ୍ୱର :ଢିଙ୍କିଆ, ନୂଆଗାଁ, ଗଡକୁଜଙ୍ଗ ଅଂଚଳରେ ଦୀର୍ଘ ୨୦ବର୍ଷ ହେଲା କମ୍ପାନୀ ମାନଙ୍କ ସ୍ୱାର୍ଥରେ ( ପୋସ୍କ,ଜିନ୍ଦଲ) ପାଇଁ...

ସିଲିକେନ ବିଶ୍ୱବିଦ୍ୟାଳୟର ଛାତ୍ର ମୃତ୍ୟୁ ଘଟଣାରେ ଥାନାରେ ଏତଲା ଦେଲା ଯୁବ କଂଗ୍ରେସ

ଭୁବନେଶ୍ୱର :  ସିଲିକନ୍ ବିଶ୍ୱବିଦ୍ୟାଳୟର ପ୍ରଥମ ବାର୍ଷିକ ବି-ଟେକ୍ ଛାତ୍ର ବିଶ୍ୱାସ ସ୍ୱାଇଁକୁ ହତ୍ୟା କରାଯାଇଛି ବୋଲି ତା’ର ପିତା ଥାନାରେ ଏତେଲା ଦରଜ କରିଥିବା ସହ...

ଠକେଇ ଅଭିଯୋଗ ରେ ଆପ ଜିଲ୍ଲା ସଭାପତି ପୃଥୀରାଜ ଜଗଦଲା ଗିରଫ

ସୁବର୍ଣ୍ଣପୁର ----ସୁବର୍ଣ୍ଣପୁର ଜିଲ୍ଲା ଆମ ଆଦମି ପାର୍ଟି (ଆପ) ର ସଭାପତି ପୃଥୀରାଜ ଜଗଦଲା(୨୬) ଙ୍କୁ ଠକେଇ ମାମଲାରେ ଗିରଫ କରିଛି ସୋନପୁର ପୋଲିସ । ଏ...

ବିଭାଗୀୟ ଅଧିକାରୀ ଙ୍କ ଖାମଖିଆଲି ମନୋଭାବ : ସାମାନ୍ୟ ବର୍ଷାରେ ବେହାଲ ଧଳପୁର-ଖରସଙ୍କୁଲେଇ ପୂର୍ତ୍ତ ବିଭାଗ ରାସ୍ତା

  ସୁବର୍ଣ୍ଣପୁର ----ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ ଅନ୍ତର୍ଗତ ଧଳପୁର-ଖରସଙ୍କୁଲେଇ ପୂର୍ତ୍ତ ବିଭାଗ ରାସ୍ତା ବର୍ତ୍ତମାନ ସାଧାରଣ ଲୋକଙ୍କ ପାଇଁ ମରଣଯନ୍ତା ହୋଇପଡ଼ିଛି। ରାସ୍ତା ଉନ୍ନତିକରଣ କାମ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।