August 21, 2026
Home » ରାଜନୀତି » Page 25

ରାଜନୀତି

ସରକାରୀ ଚାକିରୀ ଜୀବିକା ନୁହେଁ, ଜନସେବାର  ପାଇଁ  ଅନନ୍ୟ ସୁଯୋଗ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ସରକାରୀ ଚାକିରୀ କେବଳ ଏକ ଜୀବିକା ନୁହେଁ, ଜନସାଧାରଣଙ୍କ ସେବା କରିବା ପାଇଁ ଏକ ଅନନ୍ୟ ସୁଯୋଗ ବୋଲି ଆଜି ୧୫ ତମ ନିଯୁକ୍ତି ମେଳା...

ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ପାଳନ, ମନ୍ତ୍ରୀଙ୍କ ଦ୍ଵାରା ଅନ୍ତୋଦୟ ଗୃହ ବଣ୍ଟନ

ପୋଲସରା ବ୍ଲକ ପରିସରରେ ଜାତୀୟ ପଞ୍ଚାୟତି ରାଜ ଦିବସ ୨୦୨୬ ଅତି ଧୁମଧାମରେ ପାଳିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ...

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ।

  କୋଷ୍ଟାଲ ମାରାଥନ ବିଜେତା ଙ୍କୁ ଏକକୋଟିର ପୁରସ୍କାର ରାଶି:ଉପ ମୁଖ୍ୟମନ୍ତ୍ରୀ ପୁରୀ: କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ।ଏହି ମାରାଥନ ପୁରୀରେ...

ନୟାଗଡ଼ ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପାଇଁ ଅପାରଗ ଏସପିଙ୍କୁ ତ୍ୱରିତ ବଦଳି କରାଯାଉ

 ଖଣ୍ଡପଡା ଏସଡ଼ିପିଓଙ୍କୁ ନିଲମ୍ବନ ସହିତ ଗିରଫ କରାଯାଉ ନଚେତ କଂଗ୍ରେସ କରିବ ମହିଳା ଆନ୍ଦୋଳନ l ନୟାଗଡ଼: ) ନୟାଗଡ ଜିଲ୍ଲା ଏସପି ଏସ ସୁଶ୍ରୀଙ୍କ ଅପାରଗତା...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ସମାରୋହ ଅନୁଷ୍ଠିତ।

  ବିବାହ କଲେ ୬୭ ବର କନ୍ୟା,ପରିବାର ଦେଲେ ସରକାର ଙ୍କୁ ଧନ୍ୟବାଦ ପୁରୀ: ପୁରୀ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ସମାରୋହ ବଗଲା ଧର୍ମଶାଳା...

ମହାନ ସ୍ୱାଧୀନତା ସଂଗ୍ରାମୀ ଡଃ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

  ଭୁବନେଶ୍ୱର,:ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀ ଜଣେ ସତ୍ୟନିଷ୍ଠ, ନିଷ୍କଳଙ୍କ ଓ ଆଦର୍ଶ ରାଜନେତା ଭାବେ ଓଡ଼ିଶାର ରାଜନୈତିକ ଇତିହାସରେ...

ଯୌତୁକ ପ୍ରଥା ବିରୋଧ ରେ ଏକ ସାମାଜିକ ସନ୍ଦେଶ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଜିଲ୍ଲାସ୍ତରୀୟ ସାମୁହିକ ବିବାହ କାର୍ଯ୍ୟକ୍ରମ ରେ ୧୭ ଯୋଡ଼ା ବରବଧୂଙ୍କ ବିବାହ l ସୁବର୍ଣ୍ଣପୁର: ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ...

ସୁବର୍ଣ୍ଣପୁରରେ ନବଜାତ ଶିଶୁ ମୃତ୍ୟୁ ଘଟଣା

ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ପରେ ତଦନ୍ତ ରିପୋର୍ଟ ଦେଲେ ଜିଲ୍ଲାପାଳ  l  ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଏମସିଏଚ (ପ୍ରସୂତିକାଳୀନ ମାତୃ ଓ ଶିଶୁ...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ ଜିଲ୍ଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ: ୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପର୍ଣ୍ଣ

    ବରଗଡ଼:ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି । ଏହି...

କଟକ CRRIରେ ଅକ୍ଷିମୁଠି ଅନୁକୂଳ କରି ଚାଷୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକ ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଠାରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।