August 21, 2026
Home » ରାଜନୀତି » Page 34

ରାଜନୀତି

କଂଗ୍ରେସକୁ ବାହୁଡ଼ିଲେ ରମୁ ପାତ୍ର

ନିମାପଡ଼ାର ବିଶିଷ୍ଟ ନେତା ସତ୍ୟବ୍ରତ ପାତ୍ରଙ୍କ କଂଗ୍ରେସରେ ପୁନଃ ଯୋଗଦାନ   ଭୁବନେଶ୍ୱର :  କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ଏକ ମହାମିଶ୍ରଣ ସମାବେଶରେ ପ୍ରଦେଶ କଂଗ୍ରେସ...

ନୂତନ ଭାବେ ନିର୍ମାଣ ହେବ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଏହାର ଶିଳାନ୍ୟାସ କଲେ ମାନ୍ୟବର ବିଧାୟକ ସନତ କୁମାର ଗଡତିୟା ବରଗଡ଼/ବିଜେପୁର :  ଗୁରୁବାର ସକାଳ ପ୍ରାୟଃ ୧୧ଟା ସମୟରେ ବରଗଡ଼ ଜିଲ୍ଲାର ବିଜେପୁର ଅଞ୍ଚଳରେ ସ୍ୱାସ୍ଥ୍ୟ...

କୋକସରା ଠାରେ ଷ୍ଟାଡିୟମ ଓ ସ୍ପୋର୍ଟସ କମ୍ପ୍ଲେକ୍ସ ପାଇଁ ରାଜ୍ୟ ସରକାରଙ୍କ ପ୍ରଶାସନିକ ଅନୁମୋଦନ

  ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କୁ କୃତଜ୍ଞତା ଜଣାଇଲେ ଅଞ୍ଚଳବାସୀ.... କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅଞ୍ଚଳ ରେ କ୍ରୀଡାବିତ୍ ମାନଙ୍କ ଦୀର୍ଘଦିନ ର ପ୍ରତୀକ୍ଷା...

ଜୁନାଗଡ଼ ସହରରେ ଟ୍ରାଫିକ ନିୟନ୍ତ୍ରଣ ଦାବି, ଡିଏସପଓଙ୍କୁ ଦାବିପତ୍ର

  ଜୁନାଗଡ଼ :କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ସହରରେ ଦିନକୁ ଦିନ ବଢ଼ୁଥିବା ଟ୍ରାଫିକ ଜାମ୍ ଓ ସଡ଼କ ସୁରକ୍ଷା ସମସ୍ୟାକୁ ନେଇ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ...

ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବି କଲେ ସାଂସଦ ଶ୍ରୀ ବିଶି

ସୁବର୍ଣ୍ଣପୁର: ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ରାଜ୍ୟସଭା ରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍ସ ) ପ୍ରତିଷ୍ଠା...

ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ନିର୍ବାଚନ ଅଧିକାରୀଙ୍କ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ ଆରମ୍ଭ

  ୧୦ ରୁ ୧୩ ମାର୍ଚ୍ଚ ପର୍ଯ୍ୟନ୍ତ ROTI ରେ ଚାରିଦିନିଆ ପ୍ରଶିକ୍ଷଣ, ପ୍ରତିଦିନ ଦୁଇଟି ସେସନ୍ ଭୁବନେଶ୍ୱର: ରାଜ୍ୟରେ ହେବାକୁ ଥିବା ଆଗାମୀ ସ୍ୱତନ୍ତ୍ର ସଘନ...

ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ

ସୁବର୍ଣ୍ଣପୁର: ପାର୍ଲିଆମେଣ୍ଟ ର ଚଳିତ ଅଧିବେଶନ ରେ ରାଜ୍ୟସଭା ରେ ସାଂସଦ ନିରଞ୍ଜନ ବିଶି ଓଡିଶା ର ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ...

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ -୨୦୨୬ ପାଳିତ ଓ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ବିତରଣ ।

ନୟାଗଡ଼: ନୟାଗଡ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ–୨୦୨୬ ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେ ପାଳିତ ହେବା ସଙ୍ଗେ ସଙ୍ଗେ ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି...

ପୁଣି ପୁରୀ ଜିଲ୍ଲା କୋର୍ଟ କୁ ବୋମା ରେ ଉଡ଼ାଇ ଦେବାକୁ ଧମକ

ପୁଣି ପୁରୀ ଜିଲ୍ଲା କୋର୍ଟ କୁ ବୋମା ରେ ଉଡ଼ାଇ ଦେବାକୁ ଧମକ। ଆଜି ଇ-ମେଲ୍ ଜରିଆରେ ଏହି ଧମକ ଆସିଥିବା ବେଳେ କୋର୍ଟ ପରିସରରେ ଭୟର...

ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସର ବିକ୍ଷୋଭ

  ଜନତାଙ୍କୁ ଶୋଷଣ କରିବା କାରସାଦି ମୋଦୀ ସରକାରଙ୍କୁ ଜଣା : ମିନାକ୍ଷୀ ଭୁବନେଶ୍ୱର: ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।