August 20, 2026

ରାଜନୀତି

ରଥଯାତ୍ରାର ତୃତୀୟ ବା ଶେଷ ରଥ ସମନ୍ବୟ ବୈଠକ

ଜୁଲାଇ ୧୬ ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ଆଜି ଅନୁଷ୍ଠିତ ହେଉଛି ଚଳିତବର୍ଷ ରଥଯାତ୍ରାର ତୃତୀୟ ବା ଶେଷ ରଥ ସମନ୍ବୟ ବୈଠକ। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ...

କଟକ ଜିଲ୍ଲାରେ ସରକାରୀ ନିର୍ଦ୍ଦେଶକୁ ଫୁ : ସବୁ କାର୍ଯ୍ୟାଳୟରେ ଗାଦି ମାଡିବାସିଛନ୍ତି ଅଧିକାରୀ ଓ କର୍ମଚାରୀ

  କଟକ : କଟକ ଜିଲ୍ଲାରେ ସମସ୍ତ ସରକାରୀ କାର୍ଯ୍ୟାଳୟରେ ସରକାରଙ୍କ ନିର୍ଦ୍ଦେଶକୁ ଫୁ କରି ଖୋଲାମ ଖୁଲା ଅବମାନନା କରାଯାଉଥିବା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି...

ଚତୁର୍ଥ ଦିନରେ ଡାକ୍ତର ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର: ଦଶ ଦଫା ଦାବି ନେଇ ଗତ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ଡାକ୍ତର ଆନ୍ଦୋଳନ ଆଜି ଚତୁର୍ଥ ଦିନରେ ସ୍ଥଗିତ ହୋଇଛି। ସ୍ବାସ୍ଥ୍ୟ ଏବଂ...

ଭକ୍ତ, ନିରଞ୍ଜନ, ଜୟଦେବ ଓ କାଡମଙ୍କ ମିଳିତ କେନ୍ଦୁଝର ଗସ୍ତ

  ସରକାରଙ୍କ ଅପାରଗତା ଓ ଦାୟିତ୍ୱହୀନତା ଯୋଗୁଁ 12 ଜଣ ଜୁଆଙ୍ଗ ଝିଅ ବଳି ପଡିଲେ : କଂଗ୍ରେସ ଭୁବନେଶ୍ୱର; କେନ୍ଦୁଝର ତେଲକୋଇ ବ୍ଲକ ଅନ୍ତର୍ଗତ ଟାଙ୍ଗୀ...

ପଞ୍ଚସଖା ଶିକ୍ଷା ସେତୁର ପଞ୍ଚମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ

  ୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ ଟି ପ୍ରକଳ୍ପ ମଞ୍ଜୁର ଭୁବନେଶ୍ୱର, ୦୪ । ୦୭ : ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ...

କଣ୍ଟିଲୋ -ଖଣ୍ଡପଡା ରେଳ ଲାଇନ କାର୍ଯ୍ୟ ମନ୍ତ୍ରୀଙ୍କ ଅପେକ୍ଷାରେ !

ନୟାଗଡ଼ :( ଇପିଏ ) ନୟାଗଡ ବହୁ ପ୍ରତିକ୍ଷିତ ଏବଂ ପ୍ରସ୍ତାବିତ ତାଳଚେର -ଗୋପାଳପୁର ରେଳ ଲାଇନ ଅନୁଗୁଳ, ଆଠଗଡ, ବଡମ୍ବା, ନରସିଂହପୁର ଦେଇ କଣ୍ଟିଲୋ ଖଣ୍ଡପଡ଼ାକୁ...

ନୟାଗଡ଼ରେ ଜଗନ୍ନାଥ ସଂସ୍କୃତି ସୁରକ୍ଷା ପାଇଁ ଆନ୍ଦୋଳନ ତେଜିଲା  

   ଉପଜିଲ୍ଲାପାଳଙ୍କ "ଛେରାପହଁରା" କୁ ବିରୋଧ । ନୟାଗଡ଼: ( ଇପିଏ ) ନୟାଗଡ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ବାହୁଡ଼ାଯାତ୍ରାରେ ଉପଜିଲ୍ଲାପାଳଙ୍କ ଦ୍ୱାରା ‘ଛେରାପହଁରା’ ନୀତି...

ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି

  ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି...

​ସୋନପୁର ମ୍ୟୁନିସିପାଲିଟି ମହାନଦୀ ଶାଖା ନଦୀ ଯୋଜନା

ପୌରପରିଷଦ ବିକାଶର ପୋଲ୍ ଖୋଲିଲା ବର୍ଷା: ରାସ୍ତାରେ ୫ ଫୁଟ୍‌ ପାଣି, ଉନ୍ନତିକରଣ ନାଁରେ ଚେୟାରମ୍ୟାନ୍ ଓ ଇଓ ମାଲେମାଲ୍ l ​ସୁବର୍ଣ୍ଣପୁର:ସୋନପୁର ମ୍ୟୁନିସିପାଲିଟି ଅଞ୍ଚଳରେ ବିକାଶର...

ପାଞ୍ଚଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମର  ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା

  ଭୁବନେଶ୍ୱର,: ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ରାଜ୍ୟର ସମସ୍ତ ଜିଲ୍ଲାର ନବନିଯୁକ୍ତ ଶିଶୁ ମଙ୍ଗଳ ସମିତି (ଚାଇଲ୍ଡ ୱେଲଫେୟାର କମିଟି)ର ଅଧ୍ୟକ୍ଷ ଓ ସଦସ୍ୟମାନଙ୍କ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।