August 21, 2026

ରାଜନୀତି

ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର କାର୍ଯ୍ୟକ୍ରମ ପାଇଁ ଯୁବ ଓ ଛାତ୍ର କଂଗ୍ରେସ ନେତାଙ୍କୁ ଉଠାଇ ନେଲା କମିସନରେଟ ପୁଲିସ

  ଭୁବନେଶ୍ୱର  : ନିଟ୍ ବିରୁଦ୍ଧରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଓଡ଼ିଶାରେ ବିରୋଧ କରିବା ପାଇଁ ଯୁବ ଏବଂ ଛାତ୍ର କଂଗ୍ରେସ ଆହ୍ୱାନ ଦେଉଥିଲା ।...

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ସ୍ତରୀୟ ସ୍ୱନିଧି ମହୋତ୍ସବ

  ଛତ୍ରପୁର,: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ବର୍ଷ ପୂର୍ତି ଅବସରରେ ଆଜି ଗଞ୍ଜାମ ଜିଲ୍ଲା ପରିଷଦର...

ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକ ପ୍ରତ୍ୟାହାର ଓ ବୈଜ୍ଞାନିକ ଶିକ୍ଷା ବ୍ୟବସ୍ଥା ପ୍ରଚଳନ ଦାବୀ

  ମାନବ ଅଧିକାର ସୁରକ୍ଷା ମଞ୍ଚର ବିକ୍ଷୋଭ ବ୍ରହ୍ମପୁର, ଚଳିତ ବର୍ଷ ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପାଠ୍ୟ ପୁସ୍ତକରେ ଯେଉଁଭଳି ହଜାର ହଜାର ତୃଟି...

ମଧ୍ୟାହ୍ନ ଭୋଜନ ଦୁର୍ନୀତି ର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ର ଅତିରିକ୍ତ ସଚିବଙ୍କ ପତ୍ର

  ପୋଲସରା:ଗଞ୍ଜାମ ଜିଲ୍ଲାର କେତେକ ବ୍ଳକ ର ବିଦ୍ୟାଳୟ ଗୁଡିକରେ ମଧ୍ୟାହ୍ନ ଭୋଜନ ରେ ହେଉଥିବା ଦୁର୍ନୀତି ବାବଦରେ ତଦନ୍ତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ...

ଟାଟା ପାୱାରର ମନମୁଖୀ କାର୍ଯ୍ୟକଳାପ ପ୍ରତିବାଦ

 ୩୦ ତାରିଖ ଦଶପଲ୍ଲା ବନ୍ଦକୁ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ସମର୍ଥନ ନୟାଗଡ଼,: ନୟାଗଡ ଟାଟା ବିଦ୍ୟୁତ କମ୍ପାନୀର ମନମୁଖୀ କାର୍ଯ୍ୟକଳାପ ଏବଂ ବିପର୍ଯ୍ୟସ୍ତ ବିଦ୍ୟୁତ ଯୋଗାଣ...

ପର୍ଲା ମଣ୍ଡିରେ ଧାନ ଉଠାଣ ମନ୍ଥର: ଖୋଲା ଆକାଶ ତଳେ ୧୮ ହଜାର କୁଇଣ୍ଟାଲ ଧାନ, ଗଜା ହେବା ଆଶଙ୍କା

କୁଇଣ୍ଟାଲ ପ୍ରତି ୭ କେଜି କଟନୀ ଛଟନୀ ହେଉଥିବା ଅଭିଯୋଗ; ଚିନ୍ତାରେ ଚାଷୀ.... ଧର୍ମଗଡ଼ :କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ପର୍ଲା ମଣ୍ଡିରେ ଧାନ ସଂଗ୍ରହ...

ଉଦ୍ୟମୀ ଓଡ଼ିଶା MSME କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର: ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶା ରାଜ୍ୟ ମହିଳା ଉଦ୍ୟମିତା ପ୍ଲାଟଫର୍ମର ଶୁଭାରମ୍ଭ...

ମନୋଜ ପାଢୀଙ୍କ ବଦଳି ଆଦେଶକୁ କାହିଁକି ରଦ୍ଦ କଲେ -କଂଗ୍ରେସ

  ଭୁବନେଶ୍ବର: ଓଡିଶା ସରକାରଙ୍କ SCERT ଦ୍ବାରା ଛପା ଯାଇଥିବା ସ୍କୁଲ ପିଲାଙ୍କ ବହିର ଭୁଲ ସଂଖ୍ୟା 2000 ରୁ ଅଧିକ ହୋଲାଣି ଖୋଦ ମୁଖ୍ଯମନ୍ତ୍ରୀ ଗଣଶିକ୍ଷା...

ପ୍ରବାସୀ ଭାରତୀୟ କଂଗ୍ରେସ ଓଡ଼ିଆ ସେଲର ପ୍ରଥମ କୋରଗ୍ରୁପ ବୈଠକ

  ଓଡିଶାକୁ ଦୁର୍ଦିନରୁ ବଞ୍ଚାଇବାକୁ ବୈଠକରେ ପିସିସି ସଭାପତିଙ୍କ ଆହ୍ୱାନ ଭୁବନେଶ୍ୱର: ରିଖ ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ, ଓଡ଼ିଶା ପ୍ରଦେଶ କଂଗ୍ରେସର ଭାରତୀୟ...

ଜଳ ବିଭାଜିକା ପ୍ରକଳ୍ପ ରେ ମହାଘୋଟାଲା ପୋରୁଣା ପୋଖରୀ ଦେଖାଇ ଖାଇ ଗଲେ

  ଜଳ ବିଭାଜିକା ପ୍ରକଳ୍ପ ରେ ଦିନ କୁ ଦିନ ଦୁର୍ନୀତି ବଢ଼ିବାରେ ଲାଗିଛି କିଛି ଦିନ ପୁର୍ବରୁ ଜରଡା ଦେହୁରୀ ହତା ରେ ଏମିତି ଦୁର୍ନୀତି...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।