August 20, 2026

ରାଜନୀତି

ବିନିକା ବ୍ଳକ ମଣ୍ଡିମାନଙ୍କରେ ପଡ଼ିରହିଛି ୧ ଲକ୍ଷ ୪୭ ହଜାର ୧୦୧ ପ୍ୟାକେଟ ଧାନ : ଚିନ୍ତା ରେ ଚାଷୀ

  ସୁବର୍ଣ୍ଣପୁର: ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକରେ ରବି ଧାନ କିଣାରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ବିନିକା ବ୍ଳକ ର ୧୬ ଟି ପଞ୍ଚାୟତ...

ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେଡି ନେତ୍ରୀ ସୁଜାତା ରାଉତ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେଡି ନେତ୍ରୀ ସୁଜାତା ରାଉତ। ରତ୍ନସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ ସହିତ ଆଶିର୍ବାଦ ଲାଭ କରିଛନ୍ତି।‌...

ପ୍ରଶ୍ନପତ୍ର ପାଇଁ ଏୟାର ଫୋର୍ସ, ସୈନ୍ୟବାହିନୀ ବ୍ୟବହାର, ଧର୍ମେନ୍ଦ୍ରଙ୍କ ଅପାରଗତାର ସାର୍ଟିଫିକେଟ : ଖେରା

    ଭୁବନେଶ୍ୱର;  ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ବିଭାଗ ଦ୍ୱାରା ଶହୀଦ ନଗରସ୍ଥିତ ଏମ୍ପାୟାର ହୋଟେଲରେ ଆୟୋଜିତ 'ଛାତ୍ରୋଂକି ଗୁଞ୍ଜ' ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା lନିଟ...

ସରକାରଙ୍କ ନାରୀ ସୁରକ୍ଷା ପ୍ରତି ଥିବା ଆନ୍ତରିକତା

  କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।...

ଛାତ୍ରଛାତ୍ରୀମାନଙ୍କୁ ମୂର୍ଖ କରିବା ପାଇଁ ପ୍ରସ୍ତୁତ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବଜର୍ନ କରନ୍ତୁ

ସାମ୍ବାଦିକ ସମ୍ମିଳନୀରେ ଓଡିଶାର ସ୍ୱାଭିମାନୀ ଜନଗଣଙ୍କୁ ଏଆଇଡିଏସଓ ର ଆବେଦନ ଭୁବନେଶ୍ୱର :ଓଡ଼ିଶାର ଛାତ୍ରଛାତ୍ରୀମାନଙ୍କୁ ମୂର୍ଖ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ...

ସରକାର ମିନାକ୍ଷୀ ନାଟରାଜନଙ୍କୁ ଭୟକରି ନାକଚ ଷଡଯନ୍ତ୍ର କରିଛି : ଭକ୍ତ

  ସମସ୍ତ ସାମ୍ବିଧାନିକ ସଂସ୍ଥା ଆଜି ସରକାରଙ୍କ ହାତବାରିସୀ ଭୁବନେଶ୍ୱର; ମଧ୍ୟପ୍ରଦେଶରେ ରାଜ୍ୟସଭା କଂଗ୍ରେସ ପାର୍ଥୀ ଥିବା ଗାନ୍ଧିବାଦୀ ନେତ୍ରୀ ମିନାକ୍ଷୀ ନଟରାଜନଙ୍କ ନିର୍ବାଚନ ଆୟୋଗଙ୍କ ଅସମ୍ବିଧାନିକ...

ସ୍ମୃତିଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲା ଓଡ଼ିଶା ଛାତ୍ର କଂଗ୍ରେସ

ଗଞ୍ଜାମ ଜିଲ୍ଲା ଗାନ୍ଧୀ ଇଞ୍ଜିିୟରିଙ୍ଗ୍ କଲେଜର ଛାତ୍ରୀ ସଦ୍ୟ ଆତ୍ମହତ୍ୟା କରିଥିବା ସ୍ବର୍ଗତା ସ୍ମୃତି ଭୋଳଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ସହ ଦୋଷୀକୁ ଉଚିତ୍ ଦଣ୍ଡ ଦେବା ଦାବିରେ...

ଜିଲ୍ଲା ପ୍ରଶାସନ ପକ୍ଷରୁ ସଠିକ୍ ସ୍ଵତନ୍ତ୍ର ସଘନ ସଂଶୋଧନ ( SIR ) ୨୦୨୬ ପାଇଁ ସଚେତନତା ପଦଯାତ୍ରା

ନୟାଗଡ଼ : ନୟାଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୩ ତାରିଖ ସକାଳ ଘ.୭: ୩୦ମି. ସମୟରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ଉପରେ ଏକ ସଚେତନତା ପଦଯାତ୍ରା...

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ଆଲୋଚନା ଚକ୍ର

ନୟାଗଡ: ନୟାଗଡ ରାଜ୍ୟ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ବିଭାଗ କଂଗ୍ରେସ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ସରୋଜ କୁମାର ପ୍ରଧାନଙ୍କୁ ଦଳୀୟ କାର୍ଯ୍ୟାଳୟ ଠାରେ ନୟାଗଡ଼ ଜିଲ୍ଲା...

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଅଧୀନରେ ବ୍ରହ୍ମପୁର ମହାନଗର ନିଗମରେ ନୂତନ ଖାଉଟି କାର୍ଡ ବଣ୍ଟନର ଶୁଭାରମ୍ଭ

ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ କି.ଗ୍ରା. ଚାଉଳ ବ୍ରହ୍ମପୁର, : ଆଜିଠାରୁ ବ୍ରହ୍ମପୁର ମହାନଗର ନିଗମରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଅଧୀନରେ ନୂତନ ଖାଉଟି କାର୍ଡ ବିତରଣର...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।