ନୂଆପଡ଼ାରେ ପ୍ରାଣୀ ସମ୍ପଦ ବିଭାଗର ମାସିକ ସମୀକ୍ଷା; ପ୍ରାଣୀପାଳକଙ୍କୁ ସ୍ୱାବଲମ୍ବୀ କରିବା ଉପରେ ଗୁରୁତ୍ୱ
ନୂଆପଡ଼ା:: ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ପ୍ରାଣୀ ସମ୍ପଦ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିlବୈଠକରେ ଜିଲ୍ଲା ମୁଖ୍ୟ ପ୍ରାଣୀ...
