ଓ ଏ ଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର କୃତୀ ଛାତ୍ର ଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା
l ସୁବର୍ଣ୍ଣପୁର -- ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ୦୭ ଜଣ ଛାତ୍ର ଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ...
