୬୪ତମ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳରେ ଗଣ୍ଡରପୁର ଫୁଟବଲ କ୍ଲବ, ଭୁବନେଶ୍ୱର ୫-୪ ଗୋଲରେ ଚମ୍ପିୟାନ ।
ନୟାଗଡ: ନୟାଗଡ ଜିଲ୍ଲା ଶରଣକୁଳ ନାରାୟଣ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ଜିଲାର ସର୍ବପୁରାତନ ଲଡ଼ୁକେଶ ଆଥଲେଟିକ ଆସୋସିଏସନ, ଶରଣକୁଳ ଦ୍ୱାରା ଆୟୋଜିତ ୬୪ତମ ସର୍ବଭାରତୀୟ ଫୁଟବଲ...
