ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ
ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଶ୍ରାଦ୍ଧବାର୍ଷିକୀରେ ଆଜି ୧୨୦ ବାଟାଲିୟନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମାନ୍ୟବର...
