କୃଷି ଯନ୍ତ୍ରପାତି ନିର୍ମାତାଙ୍କ ସମାବେଶ ଓଡ଼ିଶାରେ କୃଷି ଯନ୍ତ୍ରପାତିର ନିର୍ମାଣ କରିବାକୁ ନିର୍ମାତାମାନଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ
ଆଜି କୃଷି ଭବନସ୍ଥିତ ଅଡିଟୋରିୟମରେ କୃଷି ଯନ୍ତ୍ରପାତି ନିର୍ମାତାଙ୍କ ସମାବେଶ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ...
