ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ନଗଦ ୨.୬ କୋଟିରୁ ଉର୍ଦ୍ଧ ଟଙ୍କା ଉଦ୍ଧାର
ଜୟପୁର କୋର୍ଟର ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ଵାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ମାଲକାନଗିରି ଜଳ ବିଭାଜିକା ଉପନିର୍ଦେଶକ ଓ ପ୍ରକଳ୍ପ ନିର୍ଦ୍ଦେଶକ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ...
