October 17, 2026
Home » ରାଜ୍ୟ » Page 8

ରାଜ୍ୟ

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଗୁପ୍ତ ଗୁଣ୍ଡିଚା।

  ଶାରଦୀୟ ଦୁର୍ଗାପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା। ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ଵରୂପ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁପ୍ତ ଗୁଣ୍ଡିଚାରେ ମହାଲକ୍ଷ୍ମୀ...

ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ

ପୁରୀ:ସ୍ଥାନୀୟ ତାଳବଣିଆ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ପ୍ରଶାସନ, ପୁରୀ ଆନୁକୂଲ୍ୟରେ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ...

୪୭ ତମ କୁମାର ଉତ୍ସବ ପୂର୍ବରୁ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା ଆରମ୍ଭ

    ପୁରୀ: ଶ୍ରୀକ୍ଷେତ୍ରର କଳା, ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସହ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ଲକ୍ଷ୍ୟରେ ଶ୍ରୀକ୍ଷେତ୍ର ଯୁବ ସାଂସ୍କୃତିକ ସଂସଦ ପକ୍ଷରୁ...

ପୁରୀ ପୋଲିସ ଓ ଆର୍‌ଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ

  ସଡ଼କ ଦୁର୍ଘଟଣା ହ୍ରାସ କରିବା, ଟ୍ରାଫିକ୍ ନିୟମ ପାଳନ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଏବଂ ମୂଲ୍ୟବାନ ଜୀବନ ସୁରକ୍ଷା କରିବା ଉଦ୍ଦେଶ୍ୟରେ ଆଜି ପୁରୀ...

ପଲଶାଗୋରା କେନ୍ଦ୍ର ଡ଼ୁମାଲ ସମାଜ ର ସାଙ୍ଗଠନିକ ବୈଠକ ଓ କର୍ମକର୍ତ୍ତା ଚୟନ

ସୁବର୍ଣ୍ଣପୁର -- ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା କେନ୍ଦ୍ର ଡ଼ୁମାଲ ସମାଜ ର ଏକ ସାଙ୍ଗଠନିକ ବୈଠକ ମା ମାହେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି...

ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ସୁବର୍ଣ୍ଣପୁର:  ଦିନ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲସାଗୋରା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାନିନୀ ସାହୁ ଙ୍କ ସଂଯୋଜନା ରେ...

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସୁବର୍ଣ୍ଣପୁର ଶାଖା ପକ୍ଷରୁ ବ୍ରଜ ବିହାରୀ ଙ୍କ 106 ତମ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର -- ରବିବାର ଦିନ ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମଧ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ସୁବର୍ଣ୍ଣପୁର ଶାଖା ଦ୍ୱାରା...

ନମ୍ରତା ଫାଉଣ୍ଡେସନ୍‌ ପକ୍ଷରୁ ଝାରମୁଣ୍ଡା ଠାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

 ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଗୋଛାପଡା ଗ୍ରାମ ପଞ୍ଚାୟତ ର ଝାରମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ଠାରେ ନମ୍ରତା ଫାଉଣ୍ଡେସନ ବାଉଁଶୁଣୀ ଏବଂ ମହାନଦୀ ନେତ୍ର ଚିକିତ୍ସାଲୟ ପଣ୍ଡାପାଲି ବୀରମହାରାଜପୁର...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା ଅନୁଷ୍ଠିତ

  ଶିଶୁମାନଙ୍କ ସର୍ବାଙ୍ଗୀଣ ବିକାଶ, ଉତ୍ତମ ସଂସ୍କାର ପ୍ରଦାନ ଏବଂ ଶିଶୁର ଜୀବନ ଗଠନରେ ମାଆମାନଙ୍କ ଭୂମିକାକୁ ଗୁରୁତ୍ୱ ଦେଇ ରବିବାର ଦିନ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,...

ପଦୋନ୍ନତି ପାଇଥିବା ଶିକ୍ଷକଙ୍କୁ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ସମ୍ବର୍ଦ୍ଧନା

  ଗଣିଆ :  ଗଣିଆ ବ୍ଲକର ଶିକ୍ଷା ବିଭାଗରେ ଲେବଲ -୪କୁ ଏବଂ ଲେବଲ -୩କୁ ପଦୋନ୍ନତି ପାଇଥିବା ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...