February 23, 2026
Home » ରାଜ୍ୟ » Page 92

ରାଜ୍ୟ

ସୁବର୍ଣ୍ଣପୁର ରେ ଜାତୀୟ ଖାଉଟି ଅଧିକାର ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ସଦର ଏନ ଜି ଓ ସି ସି ସମ୍ମିଳନୀ କକ୍ଷ ରେ ରେଆର ସୋନପୁର ଓ ଉପ ନିୟନ୍ତ୍ରକ ବୈଧ ମାପ, ଓଜନ ବିଭାଗ...

ଶନିଶ୍ଚର ମନ୍ଦିର ପ୍ରତିଷ୍ଠା ଓ ନାମଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ତରଭା କୁମ୍ଭାରପଡା ରେ ନିର୍ମାଣ କରାଯାଇଥିବା ଶ୍ରୀ ଶନିଶ୍ଚର ମନ୍ଦିର ପ୍ରତିଷ୍ଠା ଓ ନାମଯଜ୍ଞ ପାଇଁ ବୃନ୍ଦାବନ ବିହାରୀ ଭାଗବତ ମନ୍ଦିର ରେ ପ୍ରସ୍ତୁତି...

ପୁରୀ ଜିଲ୍ଲା ସ୍ତରୀୟ ସୁଶାସନ ସପ୍ତାହ ପାଳିତ

ପୁରୀ ୨୩/୧୨ ନିଜେ ସଠିକ ହେବା ଓ ଅନ୍ୟ କୁ ସଠିକ ହେବା ପାଇଁ ପ୍ରେରଣା ଦେବା।ଲୋକ ସେବା କୁ ତ୍ବରାନ୍ବିତ ସହ ଅଭିଯୋଗ ଗୁଡିକ ର...

ଜିଲ୍ଲାରେ ବଢିଲା ୨୧୪ ବୁଥ,୧୬୦୯ ରୁ ହେଲା ୧୮୨୩

ପୁରୀ ଜିଲ୍ଲା ର ୬ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ୨୧୪ ଗୋଟି ବୁଥ ସଂଖ୍ୟା ବଢିଛି।ପୂର୍ବରୁ ଏହି ୬ ଗୋଟି ନିର୍ବାଚନ ମଣ୍ଡଳୀ ରେ...

ବଡ଼ବିଲରେ ବିଶେଷ ପୋଲିସ ଅଭିଯାନ: ୫,୨୦୦ ଲିଟର ଅବୈଧ ଦେଶୀ ମଦ ଜବତ, ୧୪୯ ଗାଡ଼ିର କଟିଲା ଚାଲାନ

ଯୋଡ଼ା - ଆସନ୍ତା ପର୍ବ ପର୍ବାଣି ସମୟରେ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା ଉଦ୍ଦେଶ୍ୟରେ କେନ୍ଦୁଝର ଜିଲ୍ଲାର ବଡ଼ବିଲ ଥାନା ପୋଲିସ ପକ୍ଷରୁ ଏକ ବିଶେଷ...

ଜାତୀୟ ଡୁମାଲ ଦିବସ୨୦୨୫ଶ୍ରୀକ୍ଷେତ୍ର ରେ ପାଳିତ

ପବିତ୍ର ଶ୍ରୀକ୍ଷେତ୍ର ଧାମ ପୁରୀ ସ୍ଥିତ ୟୁଥ ହଷ୍ଟଲ ,ଚକ୍ରତିର୍ଥରୋଡ ସଭାକକ୍ଷ ରେ ନବମ ଜାତୀୟ ଡୁମାଲ ଦିବସ ୨୦୨୫ ମହାସମାରୋହ ରେ ପାଳିତ ହୋଇଯାଇଛି ।।...

କବିସୂର୍ଯ୍ୟନଗର ପ୍ରେସ୍ କ୍ଲବର ୧୯ଶ ବାର୍ଷିକୋତ୍ସବ

କବିସୂର୍ଯ୍ୟନଗର,: କବିସୂର୍ଯ୍ୟନଗର ପ୍ରେସ୍ କ୍ଲବର ୧୯ଶ ବାର୍ଷିକୋତ୍ସବ କନକ ମଞ୍ଜରୀ ପାଠାଗାର ଠାରେ ଅନୁଷ୍ଠିତ ହୋଇ ଯାଇଛି। ପ୍ରେସ୍ କ୍ଲବର ବାର୍ଷିକୋତ୍ସବରେ ସଭାପତି ସମରଜିତ୍ ମହାନ୍ତି ସଭାପତିତ୍ବ...

ଜିଲ୍ଲା ସ୍ୱଦେଶୀ ମେଳା ଏବଂ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା– କୋଶମ୍ବ ଉଦ୍ଘାଟିତ

ବାଲେଶ୍ୱର: ଜିଲ୍ଲା ସ୍ୱଦେଶୀ ମେଳା ଏବଂ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା–କୋଶମ୍ବ ଆଜି ଭବ୍ୟ ଉଦ୍ଘାଟନୀ ସଭା ସହିତ ଆରମ୍ଭ ହୋଇଛି। ଉଦ୍ଘାଟନୀ ସଭାରେ ମାନ୍ୟବର ବିଧାୟକ,...

ବିଏମ୍ ସିର ବର୍ଜ୍ୟ ଓ ମଳ ପରିଚାଳନା ବୁଲି ଦେଖିଲେ ବିହାରର ପ୍ରତିନିଧି ଦଳ

ଭୁବନେଶ୍ୱର:ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି) ଅଂଚଳ ବୁଲି ଦେଖିଲେ ବିହାର ଚାପ୍ରା ମହାନଗର ନିଗମର ମେୟର ଓ ତାଙ୍କ ଟିମ୍ । ବିଏମ୍ ସି ଅଂଚଳରେ...

ହାର୍ଟମେଟ ର ବାର୍ଷିକ ସମାରୋହ

କେନ୍ଦୁଝର :- ରାଜ୍ୟର ଅନ୍ୟତମ ଇନଷ୍ଟିଚ୍ୟୁଟ ଅଫ କାରଡ଼ିଓଭାସକୁଲାର ସାଇନ୍ସଏଣ୍ଡ ରିସର୍ଚ୍ଚ "ହାର୍ଟମେଟ"ର ଅଷ୍ଟମ ବାର୍ଷିକୀ ସମାରୋହ ସହକାରେ ଆୟୋଜିତ ହୋଇଯାଇଛି, କଟକ ମୁଖ୍ୟାଳୟ, କେନ୍ଦୁଝର, ଭୁବନେଶ୍ୱର,...

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।