ଅବନୀ ଶତପଥୀଙ୍କ ମାଆଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଗଭୀର ଶ୍ରଦ୍ଧାଞ୍ଜଳି

0 24

ବ୍ରହ୍ମପୁର : ଛତ୍ରପୁରବ୍ଳକ୍ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ମାତା ସ୍ୱର୍ଗୀୟ ଭାଗ୍ୟଲତା ଶତପଥୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସୋମବାର ସନ୍ଧ୍ୟାରେ ବର୍ଣ୍ଣାଢ଼୍ୟ ସାମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଗଞ୍ଜାମ ଜିଲ୍ଲାର ବହୁ କଂଗ୍ରେସ ନେତ୍ତୃବର୍ଗ,ରାଜ୍ୟର ବିଭିନ୍ନ ସ୍ଥାନରୁ ବହୁ ରାଜନୈତିକ ବ୍ୟକ୍ତିବିଶେଷ୍ୟ, ସମାଜସେବୀ, ବହୁଜ୍ଞାନୀଗୁଣୀ ବ୍ୟକ୍ତି ଯୋଗଦେଇ ସ୍ୱର୍ଗୀୟ ଭାଗ୍ୟଲତା ଶତପଥୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଗଭୀର ଶ୍ରଦ୍ଧାସୁମନ ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଗଞ୍ଜାମଜିଲ୍ଲା କଂଗ୍ରେସ ସଭାପତି ରମେଶ ଚନ୍ଦ୍ର ଜେନା ଯୋଗଦେଇ ସ୍ୱର୍ଗୀୟ ମାତୃ ଦେବଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ସହ ଶୁଭ-ପ୍ରଣତି ଜଣାଇଛନ୍ତି ।

ବ୍ରହ୍ମପୁର ଇପିଏ ରୁ ନରସିଂହ ଡାକୁଆ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.