ପୁରୀ ରେ ଜଗନ୍ନାଥ ଦର୍ଶନ କରିଛନ୍ତି ଫାଇଭ ଟି ସଚିବ ଭି କେ ପାଣ୍ଡିଆନ
ପୁରୀ ରେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ। ଶ୍ରୀମନ୍ଦିରରେ ପହଞ୍ଚି ଜଗନ୍ନାଥ ଦର୍ଶନ କରିଛନ୍ତି ଫାଇଭ ଟି ସଚିବ ଭି କେ ପାଣ୍ଡିଆନ । ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ଅନ୍ୟ ପ୍ରକଳ୍ପ ଗୁଡିକ ର କାର୍ଯ୍ୟ ର ସମୀକ୍ଷା କରିଛନ୍ତି ଭୀକେ ପାଣ୍ଡିଆନ । ଏନ୍ ଏମ ଏ ପକ୍ଷରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କୁ ଏନ୍ ଓ ସି ମିଳିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କୁ ଜୋରଦାର କରି ବାକୁ ଫାଇଭ ଟି ସଚିବ ପୂରି ଜିଲା ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।
ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )