ଟୋକିଓରେ ବ୍ରୋଞ୍ଜ ପଦକ ପାଇଁ ଜର୍ମାନୀ ସହିତ ମୁକାବିଲା କରିବ ଭାରତୀୟ ପୁରୁଷ ହକି ଦଳ

0 42

ଟୋକିଓ : ଟୋକିଓରେ ଭାରତୀୟ ପୁରୁଷ ହକି ଦଳ ଆଜି ବିଶ୍ବ ଚାମ୍ପିଅନ ବେଲଜିୟମଠାରୁ ହାରି ଫାଇନାଲ ଯାଇପାରିନଥିଲେ ବି ପଦକ ଆଶା ଶେଷ ହୋଇନାହିଁ । କାଂସ୍ୟ ବା ବ୍ରୋଞ୍ଜ୍ ପଦକ ଜିତିବାର ବିକଳ୍ପ ଏବେ ବି ଭାରତ ପାଇଁ ଖୋଲା ରହିଛି । ତେବେ ଏଥିପାଇଁ ଭାରତକୁ ଶକ୍ତିଶାଳୀ ଜର୍ମାନୀକୁ ହରାଇବାକୁ ପଡ଼ିବ ।

ଆଜି ପ୍ରଥମ ସେମିରେ ଭାରତ ବେଲଜିୟମଠାରୁ ୫-୨ରେ ହାରିଯାଇଥିବାବେଳେ ୨ୟ ସେମିରେ ଅଷ୍ଟ୍ରେଲିଆ ଜର୍ମାନୀକୁ ୩-୧ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି ।

Leave A Reply

Your email address will not be published.