March 25, 2026

Main Story

Editor’s Picks

Trending Story

ନୂତନ ରୂପେ ବ୍ରହ୍ମପୁର ସହରରେ ଉନ୍ମୋଚିତ ହୋଇଥିବା ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍

ନୂତନ ରୂପେ ବ୍ରହ୍ମପୁର ସହରରେ ଉନ୍ମୋଚିତ ହୋଇଥିବା ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍ ଯାହା ଆଜି ତାହାର ଦାୟିତ୍ୱବାନ ଅଳଙ୍କାର କମ୍ପାନୀ ପକ୍ଷରୁ ଅକ୍ଷୟ ତୃତୀୟା ପାଇଁ...

ଗଞ୍ଜାମ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଜିଲ୍ଲା ସଦର ମହକୁମା ଠାରେ ଗୁରୁବାର ଦିନ ଜିଲ୍ଲା ପ୍ରଶାସନ...

ଅଣ ସଂକ୍ରାମକ ରୋଗ ଚିହ୍ନଟ ଶିବିର ଅନୁଷ୍ଠିତ

ଭାରତରେ ଦିନକୁ ଦିନ ଅଣ ସଂକ୍ରାମକ ରୋଗ ଯଥା ମଧୁମେହ, ଉଚ୍ଚ ରକ୍ତଚାପ, ହୃଦରୋଗ, ମସ୍ତିଷ୍କଘାତ, କର୍କଟ ଇତ୍ୟାଦି ବୃଦ୍ଧି ପାଇବାରେ ଲାଗିଛି। ଏହି ରୋଗ ସ୍ଵାସ୍ଥ୍ୟଗତ...

ବିିଶ୍ୱ ମୁଖ ସ୍ୱାସ୍ଥ୍ୟ ମାସ ପରିପ୍ରେକ୍ଷୀରେ ସୋଆ ଆଇଡିଏସ୍ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, : ବିଶ୍ୱ ମୁଖ ସ୍ୱାସ୍ଥ୍ୟ ମାସ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ରୁ୍ୟଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍ (ଆଇଡିଏସ୍‌) ପକ୍ଷରୁ ପ୍ରାୟ ୧୯ଟି...

ସୋଆରେ ଲେଖା ସମ୍ପାଦନା ଉପରେ ୫-ଦିନିଆ କର୍ମଶାଳା ଆରମ୍ଭ

ଭୁବନେଶ୍ୱର, ଏପ୍ରିଲ ୨୩ : ପୁରାତନ ଓଡ଼ିଆ ପୋଥିଗୁଡ଼ିକର ଲେଖା ସମ୍ପାଦନା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଠାରେ ବୁଧବାର ଏକ ୫-ଦିନିଆ କର୍ମଶାଳା...

ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଘୋଷଣା କଲେ ସରକାର । କାଲିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ । ସୂଚନାଥାଉକି ଆଜି ଝାରସୁଗୁଡ଼ାରେ ରେକର୍ଡ...

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ଓଡ଼ିଆ ପର୍ଯ୍ୟଟକଙ୍କ ମୃତ

ଭୁବନେଶ୍ୱର: ଜମ୍ମୁ କାଶ୍ମୀର ପହଲଗାମରେ ମଙ୍ଗଳବାର ଦିନ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି। ଯେଉଁଥିରେ ଓଡ଼ିଶା ବାଲେଶ୍ବର ଜିଲ୍ଲାର ଜଣେ ପର୍ଯ୍ୟଟକ ରହିଛନ୍ତି।...

ବେଲପଡାପାଟଣା ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଗଣିଆ - ଗଣିଆ ବ୍ଳକ ବେଲପଡାପାଟଣାରେ ଥିବା ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି...

ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ : ପୁରୀ ତାଳବଣିଆ ଠାରେ ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହେବ ଚଳିତ ମାସ ୨୪ ତାରିଖରେ।ଏହି ଦିବସ କୁ ଶୃଙ୍ଖଳା ର...

କେନ୍ଦ୍ରୀୟ ସିଭିଲ ସେବା(ପେନସନ) ସଂଶୋଧିତ ବିଲ ମାର୍ଚ୍ଚ ୨୫ ପ୍ରତ୍ୟାହାର ଦାବିରେ ବ୍ରହ୍ମପୁରରେ ପେନ୍ସନର ମାନଙ୍କ ବିରାଟ ଗଣ ଧାରଣ ଓ ବିକ୍ଷୋଭ

ବ୍ରହ୍ମପୁର: ରିଖରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ବ୍ରହ୍ମପୁର କାର୍ଯ୍ୟାଳୟ ସମ୍ମୁଖରେ ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଙ୍ଘ, ଗଂଜାମ ଜିଲ୍ଲା ଶାଖା ଡ଼ାକରାରେ ଏକ ବିରାଟ ପେନ୍ସନରମାନଙ୍କ...