ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ୫୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ...