“ଦାନା” ବାତ୍ୟାରେ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ଲୋକମାନଙ୍କୁ ଭେଟି ତାଙ୍କ ସମସ୍ୟା ବାବଦରେ ଆଲୋଚନା
ଆଜି ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ସ୍ଥାନୀୟ କଂଗ୍ରେସ ନେତୃବୃନ୍ଦଙ୍କ ସହ "ଦାନା" ବାତ୍ୟାରେ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ଲୋକମାନଙ୍କୁ ଭେଟି...
