ବୌଦ୍ଧରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ...
