August 21, 2026
Home » epa news » Page 281

epa news

ପୁରୀ ରେ ପ୍ରଥମ ପାରା ଆଥଲେଟିକ୍ସ ଚମ୍ପିୟାନସିପ ଅନୁଷ୍ଠିତ

ପୁରୀ: ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ପ୍ରଥମ ପାରା ଆଥଲେଟିକ୍ସ ଚମ୍ପିୟାନସିପ ର ଆୟୋଜନ କରାଯାଇଥିଲା।ଏହାକୁ ଉଦଘାଟନ କରି ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ଦିବ୍ଯାଙ୍ଗ ମାନେ...

ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମ ରାଷ୍ଟ୍ରପତି ସକାଳେ ପ୍ରଥମେ ତୀର୍ଥ ପୁଷ୍କରିଣୀ ଶ୍ବେତ ଗଙ୍ଗାକୁ ଯାଇଥିଲେ। ସକାଳ ୭ ଟା...

କମିଶନରେଟ ପୋଲିସ ତରଫରୁ ରକ୍ତଦାନ ଶିବିର କମିଶନରେଟ ପୋଲିସ ତରଫରୁ ରକ୍ତଦାନ ଶିବିର

କମିଶନରେଟ ପୋଲିସ ରେଡକ୍ରସ୍ ଓ ଜାଭିୟର ବିଶ୍ୱବିଦ୍ୟାଳୟର ଏନ.ଏସ.ଏସ ତରଫରୁ ଏକ ସ୍ବତନ୍ତ୍ର ରକ୍ତଦାନ ଶିବିର ଆୟୋଜନ କରାଯାଛି ଯାହାକୁ ଦୈତ୍ୟ ନଗରୀର ପୋଲିସ କମିଶନର ଦେବ...

ରାଜ୍ୟରେ ଚାଷୀ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ପ୍ରସଙ୍ଗ ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ.... ରାଜ୍ୟରେ ଚାଷୀ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ପ୍ରସଙ୍ଗରେ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି...

୨୫ତମ ଆନ୍ତର୍ଜାତିକ ନାଟକ ମହୋତ୍ସବ ରଙ୍ଗ ମହୋତ୍ସବ ଉଦଘାଟିତ

ଜାତୀୟ ନାଟ୍ୟ ବିଦ୍ୟାଳୟ, ନୂଆ ଦିଲ୍ଲୀ, ପାରାଦୀପ ବନ୍ଦର ଓ କାନମାସ ପାରାଦୀପର ମିଳିତ ଆନୁକୁଲ୍ୟରେ ପାରାଦୀପର ଜୟଦେବ ସଦନ ଠାରେ ୨୫ ତମ ଆନ୍ତର୍ଜାତିକ ନାଟକ...

୨୫ ତମ ଆନ୍ତର୍ଜାତିକ ନାଟକ ମହୋତ୍ସବର ୨ୟ ସନ୍ଧ୍ୟାରେ ରାଧା – ରାମ କ୍ରିଷ୍ଣ ମଞ୍ଚସ୍ତ

  ପାରାଦୀପର ଜୟଦେବ ସଦନ ଠାରେ ଜାତୀୟ ନାଟ୍ୟ ବିଦ୍ୟାଳୟ ତରଫରୁ ଆୟୋଜିତ ୨୫ ତମ ଆନ୍ତର୍ଜାତିକ ନାଟକ ମହୋତ୍ସବ "ଭାରତ ରଙ୍ଗ ମହୋତ୍ସବର" ୨ୟ ସନ୍ଧ୍ୟାରେ...

ଆସନ୍ତା ୬ ରୁ ୮ ପର୍ଯ୍ୟନ୍ତ ଧଉଳି-କଳିଙ୍ଗ ମହୋତ୍ସବ

ଆସନ୍ତା ୬ ତାରିଖରୁ ୯ ତାରିଖ ଯାଏଁ ଐତିହାସିକ ଧଉଳି ପାହାଡର ପାଦଦେଶରେ ୨୨ତମ ଧଉଳି କଳିଙ୍ଗ ମହୋତ୍ସବ ଅନୁଷ୍ଠିତ ହେବ। ଏହା ଓଡିଶା ସରକାରଙ୍କ ଓଡିଆ...

କ୍ଲଷ୍ଟର ସ୍ତରୀୟ ତ୍ରି ଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

  ସୁବର୍ଣ୍ଣପୁର-- ସୋମବାର ସୋନପୁର ବ୍ଲକ ଖରଝୁରା କ୍ଲଷ୍ଟର ମହୁଲେ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ତ୍ରି ଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l...

ଦକ୍ଷିଣୀ ଶୌଣ୍ଢିକ ମହାସଂଘ ଟିଟଲାଗଡ ଓ ମୁରିବାହାଲ ବ୍ଲକ ପକ୍ଷରୁ ଏକ ସାମାଜିକ ବନ୍ଧୁ ମିଳନ ଓ ସାମାଜିକ ଆଲୋଚନା କାର୍ଯ୍ୟକ୍ରମ

  ଦକ୍ଷିଣୀ ଶୌଣ୍ଢିକ ସାଂସ୍କୃତିକ ମହାସଂଘ ଟିଟଲାଗଡ ଓ ମୁରିବାହାଲ ବ୍ଲକ ପକ୍ଷରୁ ଏକ ସାମାଜିକ ବନ୍ଧୁ ମିଳନ ଓ ସାମାଜିକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।