August 21, 2026
Home » epa news » Page 285

epa news

ଉଦଯାପିତ ହୋଇଯାଇଛି ଗୋପାଳପୁର ବେଳାଭୂମି ମହୋତ୍ସବ

ବ୍ରହ୍ମପୁର,/ଗୋପାଳପୁର : ଉଦଯାପିତ ହୋଇଯାଇଛି ଗୋପାଳପୁର ବେଳାଭୂମି ମହୋତ୍ସବ। ୨୦୨୬ର ଉଦ୍‌ଯାପନୀ ଅବସରରେ   ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ପ୍ରଥମେ ସମୁଦ୍ର ଆଳତୀ...

ପିସିସି ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

  ଭୁବନେଶ୍ୱର :ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି...

ଗଞ୍ଜାମ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ଭେଟି

 ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପ ଘୋଷଣା ଛତ୍ରପୁର,: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ ।...

ମୃତ ଦାଦନ ଶ୍ରମିକ ଙ୍କ ମର ଶରୀର ନିଜ ଜନ୍ମ ମାଟିକୁ ଆଣିବା ପାଇଁ ଦାବି

ସୁବର୍ଣ୍ଣପୁର -- ଆନ୍ଧ୍ର ପ୍ରଦେଶ ରେ ମୃତ୍ୟୁ ବରଣ କରିଥିବା ଦାଦନ ଶ୍ରମିକ ଅରୁଣ ରଣବିଡ଼ା ଙ୍କ ମର ଶରୀର ଜନ୍ମ ମାଟିକୁ ଆଣିବା ସହିତ ଆର୍ଥିକ...

3 ତାରିଖରେ ଆସିବେ ମହାମହୀମ ରାଷ୍ଟ୍ରପତି ଦ୍ରୋପର୍ଦୀ ମୁର୍ମୁ ପୁରୀ ଗସ୍ତରେ

ଆସନ୍ତା 3 ତାରିଖରେ ମହାମହୀମ ରାଷ୍ଟ୍ରପତି ଦ୍ରୋପର୍ଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। 3 ତାରିଖରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ କରି...

ଭାରତ ରଙ୍ଗ ମହୋତ୍ସବ ୨ ଫେବୃଆରୀରୁ ୬ ଫେବୃଆରୀ ପ୍ରଯ୍ୟନ୍ତ ଅନୁଷ୍ଠିତ

ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ, ପାରାଦୀପ ବନ୍ଦର, ଓ ବନ୍ଦର ନଗରୀର ଅଗ୍ରଣୀ ଅନୁଷ୍ଠାନ କାନମାସର ମିଳିତ ଆନୁକୁଲ୍ୟରେ ଫେବୃଆରୀ ୨ ତାରିଖ ଠାରୁ ୬ ତାରିଖ ପର୍ଯ୍ୟନ୍ତ...

ଭାରତ ରଙ୍ଗ ମହୋତ୍ସବ ୨ ଫେବୃଆରୀରୁ

ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ, ପାରାଦୀପ ବନ୍ଦର, ଓ ବନ୍ଦର ନଗରୀର ଅଗ୍ରଣୀ ଅନୁଷ୍ଠାନ କାନମାସର ମିଳିତ ଆନୁକୁଲ୍ୟରେ ଫେବୃଆରୀ ୨ ତାରିଖ ଠାରୁ ୬ ତାରିଖ ପର୍ଯ୍ୟନ୍ତ...

ପଶ୍ଚିମ ସୋମନାଥ ବାବା ଙ୍କ ପବିତ୍ର ଗଙ୍ଗା ଜଳଶାୟୀ

ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହର ଭାବେ ଓଡ଼ିଶା ମାନଚିତ୍ର ରେ ପରିଚିତ। ଏଠି ଅଷ୍ଟବିଷ୍ଣୁ ଅଷ୍ଟଚଣ୍ଡି ପୂଜା ପାଉଛନ୍ତି।ସୋନପୁର ସହର ଘୋଡ଼ାଘାଟପଡା ରେ ବିରାଜମାନ କରିଛନ୍ତି ବାବା...

ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

    ସୁବର୍ଣ୍ଣପୁର--- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜାଟେସିଂହା ହାଇସ୍କୁଲ, ପି.ଏମ୍‌. ଶ୍ରୀ ହାଇସ୍କୁଲ୍‌, ସୁବଳୟା ଏବଂ ଅମରପାଳି ହାଇସ୍କୁଲ୍‌ ଠାରେ ଏକ ସଚେତନତା...

ଗ୍ୟାରେଣ୍ଟି: ଭିବି- ଜି ରାମ ଜି ଅଧିନିୟମ ୨୦୨୫ ର କାର୍ଯ୍ୟକାରିତା ଉପରେ କର୍ମଶାଳା

  ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଠାରେ ବିକଶିତ ଭାରତ - ରୋଜଗାର ଏବଂ ଆଜିବିକା ମିଶନ ( ଗ୍ରାମୀଣ) ନିମନ୍ତେ ଗ୍ୟାରେଣ୍ଟି: ଭିବି- ଜି ରାମ ଜି ଅଧିନିୟମ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।