August 21, 2026
Home » epa news » Page 288

epa news

ଭୁବନେଶ୍ୱରର ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

    ଭୁବନେଶ୍ୱର:ଭୁବନେଶ୍ୱରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ରମେଶ ଚନ୍ଦ୍ର ଜେନା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ କନ୍ଧମାଳ ଜିଲ୍ଲାର...

କୁଟିଆ କନ୍ଧ ମାନଙ୍କ ଜୀବନୀ ଆଧାରିତ ଉପନ୍ୟାସ ପାର୍ଶ୍ୱସ୍ରୋତ ଉନ୍ମୋଚିତ

  ଭୁବନେଶ୍ୱର: କୁଟିଆ କନ୍ଧ ମାନଙ୍କ ଜୀବନୀ ଆଧାରିତ ଉପନ୍ୟାସ "ପାର୍ଶ୍ୱସ୍ରୋତ" ଉନ୍ମୋଚିତ ହୋଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଏହା ହେଉଛି ପ୍ରଥମ ଉପନ୍ୟାସ...

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ କେନ୍ଦ୍ରାପଡ଼ା କ୍ରେଡିଟ୍ କୋ ଅପରେଟିଭ ସୋସାଇଟିର ସହାୟତା

କେନ୍ଦ୍ରାପଡ଼ା:କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତ ବିରସ୍ୱତୀ ଗ୍ରାମର ଧର୍ମେନ୍ଦ୍ର ପ୍ରଧାନଙ୍କ ଘର ପୋଡି ଯାଇଥିବା ବେଳେ ଏହି କ୍ଷତିଗ୍ରସ୍ତ ପରିବାରକୁ କେନ୍ଦ୍ରାପଡ଼ା କ୍ରେଡିଟ୍ କୋ-ଅପରେଟିଭ ସୋସାଇଟି...

ଫେବୃଆରୀ 1 ତାରିଖ ରେ ମୁଖ୍ୟମନ୍ତ୍ରୀ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର -- ଫେବୃଆରୀ, 1 ତାରିଖ ରେ ମୁଖ୍ୟମନ୍ତ୍ରୀ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ରେ ଆସୁଥିବା ସୂଚନା ମିଳିଛି l ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ...

  “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ପାଳନ

ନୟାଗଡ :ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଚାହାଳୀଙ୍କ ଆନୁକୁଲ୍ୟରେ ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖା " ବନ୍ଦେ ମାତରମ"...

ଇଫକୋ ପାରାଦୀପ ୟୁନିଟ୍ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରାଦୀପ : ପାରାଦୀପଠାରେ ଥିବା ବିଶ୍ୱର ସର୍ବବୃହତ ସମବାୟଭିତିକ ସାର ଉତ୍ପାଦନକାରୀ ସଂସ୍ଥା ଇଫକୋ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ...

ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରାଦୀପ : ଦେଶରେ ପଣ୍ୟ କାରବାର କ୍ଷେତ୍ରରେ ଏକ ନମ୍ବର ସ୍ଥାନ ଅଧିକାର କରିଥିବା ପାରାଦୀପ ବନ୍ଦର ପକ୍ଷରୁ ନୂଆବଜାରସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍ ପରିସରରେ ୭୭ତମ ସାଧାରଣତନ୍ତ୍ର...

ପାରାଦୀପ ରିଫାଇନାରୀ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରାଦୀପ : ପାରାଦୀପ ରିଫାଇନାରୀ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦିପନାର ସହିତ ପାଳିତ ହୋଇଯାଇଛି । ଏହି ଅବସରରେ ରିଫାଇନାରୀ ଟାଉନସିପ୍ ପରିସରରେ...

ଜେଏସଡବ୍ଲୁ ଉତ୍କଳ ଷ୍ଟିଲ କାର୍ଯ୍ୟାଳୟ ପରିସରରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରାଦୀପ ସ୍ଥିତ ଜେଏସଡବ୍ଲୁ ଉତ୍କଳ ଷ୍ଟିଲ କାର୍ଯ୍ୟାଳୟ ପରିସରରେ ୭୭ ତମ ସାଧାରତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଜେଏସଡବ୍ଲୁ ଗ୍ରୁପର ବରିଷ୍ଠ ଅଧିକାରୀ କିନଶୁକ...

ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭବାନୀପାଟଣା : ୭୭ତମ କଳାହାଣ୍ଡି ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସହରରେ ପ୍ରାତଃ ରାମଧୁନ, ପ୍ରଭାତଫେରୀ,...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।