August 21, 2026
Home » epa news » Page 293

epa news

“ଶିଶୁ ବିବାହ ନୁହେଁ, ଶିକ୍ଷା ହିଁ ଭବିଷ୍ୟତ” ସମ୍ବନ୍ଧିତ କୁ ନେଇ ସାଇକେଲ୍ ରାଲି କାର୍ଯ୍ୟକ୍ରମ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ...

ଷୋଡ଼ଷତମ ଜିଲ୍ଲା ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ

  ° ରାଲି ମାଧ୍ୟମରେ ଜନସଚେତନତା ° ନୂତନ ଭୋଟରଙ୍କୁ ପରିଚୟ ପତ୍ର ବଣ୍ଟନ ° ସାମୁହିକ ଶପଥପାଠ ° ବିଭିନ୍ନ କୃତି ପ୍ରତିଯୋଗୀ ପୁରସ୍କୃତ °...

ବାଲୁକାକଳା ମାଧ୍ୟମରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା

ସାଧାରଣତନ୍ତ୍ର ଦିବସକୁ ସାରା ଭାରତରେ ଏବେ ଉତ୍ସାହର ମାହୋଲ୍। ଆଜି ଦେଶ ପାଳନ କରୁଛି 77ତମ ସାଧାରଣତନ୍ତ୍ର ଦିବସ l । ଏହି ଅବସରରେ ବାଲୁକା ଚିତ୍ରଶିଳ୍ପୀ...

ଧର୍ମଗଡ ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ

    ଧର୍ମଗଡ ଠାରେ ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି। ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ,ଆଇଏଏସ ଆନୁଷ୍ଠାନିକ ଭାବେ ଜାତୀୟ ପତାକା...

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ 77 ତମ ସାଧାରଣତନ୍ତ୍ର ଦିବସ ପାଳିତ

ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ରାମେଶ୍ବର ଷ୍ଟାଡିୟମ ଠାରେ 77 ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ମୁଖ୍ୟ...

୭୭ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

  ବରଗଡ଼:ବରଗଡ଼ ଜିଲ୍ଲା ସଦରମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ମାନ୍ୟବର ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ...

ଭୀମେଶ୍ଵର ପାର୍କରେ ସାଧାରଣତନ୍ତ୍ର ଦିବସ ପାଳିତ

ଦେଶର ୭୭ତମ ସାଧାରଣତନ୍ତ୍ର ଦିବସ ଭୀମେଶ୍ଵର ମନ୍ଦିର ପାର୍କ ଭ୍ରମଣକାରୀ ସଂଘ ତରଫରୁ ପାର୍କ ପରିସର ମଧ୍ୟରେ ପାଳିତ ହୋଇଯାଇଛି ସଂଘର ଅନ୍ୟତମା ସଦସ୍ୟା ଶ୍ରୀମତୀ ଶୁଶିଳା...

୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ପଟାଭାଡ଼ି ବିଦ୍ୟାଳୟ ଶ୍ରେଷ୍ଠ ପ୍ରାଥମିକ ବିଦ୍ୟାଳୟ ଭାବେ ପୁରସ୍କୃତ

  ସୁବର୍ଣ୍ଣପୁର: ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ସୋନପୁର ସହରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପଟାଭାଡି ସୁବର୍ଣ୍ଣପୁର ଜିଲ୍ଲା ର ଶ୍ରେଷ୍ଠ ପ୍ରାଥମିକ ବିଦ୍ୟାଳୟ ଭାବରେ ଜିଲ୍ଲାପାଳ...

ଜିଲ୍ଲା କଂଗ୍ରେସ ଭବନରେ ନେତାଜୀଙ୍କ ୧୨୯ତମ ଜନ୍ମ ଜୟନ୍ତୀ ପାଳିତ

କେନ୍ଦୁଝର ଜିଲ୍ଲା କଂଗ୍ରେସ ଭବନରେ ମହାନ କ୍ରାନ୍ତିକାରୀ ସ୍ଵାଧୀନତା ସଂଗ୍ରାମୀ ଦେଶଭକ୍ତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ନେତାଜୀ କଟକ...

ଧର୍ମପ୍ରାଣ ମହିଳାଙ୍କ ପରଲୋକ

ଜୁନାଗଡ଼: ଆଜି ସକାଳ ୮.୦୦ ଘଣ୍ଟା ସମୟରେ ସ୍ୱର୍ଗୀୟ ଅମାନୁଦ୍ଦିନ ଖାନ୍ (ଅମୁ ଆଜ୍ଞା) ଙ୍କ ସହଧର୍ମିଣୀ ଶ୍ରୀମତୀ କରୀମୁଁନନିଶା ୬୮ ବର୍ଷ ବୟସରେ ଶେଷ ନିଃଶ୍ୱାସ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।