August 21, 2026
Home » epa news » Page 295

epa news

ନବରଙ୍ଗପୁର ଠାରେ ୧୨୯ ତମ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ପାଳନ

  ନବରଙ୍ଗପୁର ସ୍ଥାନୀୟ ଏକ୍ସିସ ବ୍ୟାଙ୍କ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ପୂଜ୍ୟପୂଜା ପୂର୍ବକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯...

ଜିଲ୍ଲାସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

  ରାୟଗଡ଼ା ଜିଲ୍ଲାରେ ରାସ୍ତା ଦୁର୍ଘଟଣା ହ୍ରାସ କରିବା ପାଇଁ ଜିଲ୍ଲାସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଆଜି ଶ୍ରୀ ସପ୍ତଗିରି ଉଲ୍ଲକା, ମାନ୍ୟବର...

ଜିଲ୍ଲାସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ

  ମାଲକାନଗିରି ଜିଲ୍ଲା ସ୍ତରୀୟ ପିଏମଶ୍ରୀ ଉତ୍ସବ ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଦୁଇଦିନ ଧରି ଚାଲିଥିବା ଉଦଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଂଜନ...

କଳାହାଣ୍ଡି ଜିଲ୍ଲାରେ “ସମସ୍ତ ଙ୍କ ପାଇଁ ଶିକ୍ଷା “କୁ ନେଇ ମିନି ମାରାଥନ

  କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ମିନି ମାରାଥନ କାର୍ଯକ୍ରମ ଆୟୋଜନ କରଯାଇଥିଲା। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ କିଟ୍ କିସ୍ ର ପ୍ରତିଷ୍ଠାତା...

ବାଇକ ଦୁର୍ଘଟଣାରେ ୨ ଯୁବକ ମୃତ୍ୟୁ, ପୋଲିସ ର ତଦନ୍ତ ଜାରି।

  ଧର୍ମଗଡ଼:ବାଇକ ଦୁର୍ଘଟଣାରେ ୨ ଯୁବକ ଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।କଳାହାଣ୍ଡି ଜିଲ୍ଲା କୋକସରା ଥାନା ଲଡୁଗାଁ ପଞ୍ଚାୟତ ଭାଲୁପଡା ନିକଟରେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ...

୧୬ତମ ଜାତୀୟ ମତଦାତା ଦିବସ ପାଳିତ

    ବରଗଡ଼: ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ବରଗଡ଼ଙ୍କ ଅଧ୍ୟକ୍ଷତାରେ ୧୬ତମ ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଛି । ଏହି ଅବସରରେ...

ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

 ସୁବର୍ଣ୍ଣପୁର:  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟତ୍ରୀ ମାନିନୀ ସାହୁ ଙ୍କ ସଂଯୋଜନା ରେ ଏବଂ ସଭାପତି...

ସ୍ବେଛାସେବୀ ଅନୁଷ୍ଠାନ ରେଆରର ପ୍ରତିଷ୍ଠାତା ତଥା ବରିଷ୍ଠ ଆଇନଜ୍ଞ ଗୌରୀଶ୍ୟାମ ପଣ୍ଡା ଙ୍କ ପରଲୋକ,

ବିଭିନ୍ନ ମହଲରେ ଶୋକ ସୁବର୍ଣ୍ଣପୁର: ବରିଷ୍ଠ ଆଇନଜ୍ଞ ତଥା ରେଆର ର ପ୍ରତିଷ୍ଠାତା ଗୌରୀଶ୍ୟାମ ପଣ୍ଡା ଙ୍କ  (ଶନିବାର ତା. ୨୪.୦୧.୨୦୨୬ ଶନିବାର) ଅପରାହ୍ନ ରେ ଭୁବନେଶ୍ୱର...

ୱାର୍ଲଡ ଏକ୍ସସେଲେନ୍ ବୁକ୍ ଅଫ୍ ରେକର୍ଡସ୍ ରେ ଚିତରଞ୍ଜନ ବେହେରା

ବୌଦ୍ଧ ଜିଲ୍ଲା ବଘିଆପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଝିସାହି ଗ୍ରାମର ସ୍ବର୍ଗତ ବିଶ୍ଵାମିତ୍ର ବେହେରା ଓ ସ୍ବର୍ଗତ ପୁଷ୍ପା ବେହେରା ଙ୍କ ସୁପୁତ୍ର ଚିତ୍ତରଞ୍ଜନ ବେହେରା ଙ୍କ...

ବୌଦ୍ଧ ପାଇଁ ଗୌରବ : ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେବାକୁ ଯାଉଛନ୍ତି ବୌଦ୍ଧ ରୁ ତିନି ନୃତ୍ୟଶିଳ୍ପୀ

  ସୁବର୍ଣ୍ଣପୁର – ପ୍ରଣାମ ନୃତ୍ୟାନୁଷ୍ଠାନ ବୌଦ୍ଧର ତିନିଜଣ ଓଡିଶୀନୃତ୍ୟ ଶିଳ୍ପୀ ଦିଲ୍ଲୀରେ ପାଳନ ହେବାକୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବା ପାଇଁ ଚୟନ ହୋଇ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।