August 21, 2026
Home » epa news » Page 297

epa news

୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି  ମାନ୍ୟବର ରାଷ୍ଟ୍ରପତି

ଭୁବନେଶ୍ୱର:ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଫେବୃୟାରୀ ୨  ତାରିଖରୁ ୭  ତାରିଖ ପର୍ଯ୍ୟନ୍ତ ୬  ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ...

ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ

୭୭ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଓଡ଼ିଶା ପୋଲିସ ପକ୍ଷରୁ ଆଜି ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ନିକଟସ୍ଥ ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ...

ଆକ୍ସନ ମୋଡରେ ପୁରୀ ଜିଲ୍ଲା ଶିକ୍ଷାଧିକାରୀ

ଆକ୍ସନ ମୋଡରେ ପୁରୀ ଜିଲ୍ଲା ଶିକ୍ଷାଧିକାରୀ। ପୁରୀ ଜିଲ୍ଲାରେ ୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟତ୍ରୀଙ୍କ ଏକମାସର ଦରମା ବନ୍ଦ। ଜାନୁଆରୀ ମାସ ର ଦରମା କୁ ବନ୍ଦ...

ଶ୍ରୀମନ୍ଦିର ପରିକ୍ରମା ପରିସର ଉପରେ ଡ୍ରୋନ

ଆଜି ପୁରୀ ଶ୍ରୀମନ୍ଦିର ପରିକ୍ରମା ପରିସର ଉପରେ ଏକ ଡ୍ରୋନ ଉଡୁଥିବା ସୂଚନା ମିଳିବା ପରେ, ପୁରୀ ପୋଲିସ ତରଫରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ପୁରୀ...

ପୁରୀ ଜିଲ୍ଲା ତୃତୀୟ ଦିଶା ବୈଠକ ଅନୁଷ୍ଠିତ

ପୁରୀ:  ପୁରୀ ଜିଲ୍ଲା ତୃତୀୟ ଉନ୍ନୟନ ସମନ୍ବୟ ଓ ପରିଚାଳନା କମିଟି ବା ଦିଶା ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଏଥିରେ...

ନାରାୟଣୀ ସାଂସ୍କୃତିକ ପରିଷଦ ଲକର୍ମା ଆନୁକୂଲ୍ୟରେ ନେତାଜୀ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର ଜିଲ୍ଳା ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲକର୍ମା ଗ୍ରାମର ନାରାୟଣୀ ସାଂସ୍କୃତିକ ପରିଷଦ ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁବାସ ଚନ୍ଦ୍ର...

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଜାତୀୟ ଶିଶୁ କନ୍ୟା ଦିବସ–୨୦୨୬ ପାଳିତ l

    ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଶିଶୁ କନ୍ୟା ଦିବସ–୨୦୨୬ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସୁବର୍ଣ୍ଣପୁର...

ପୂର୍ବତନ ଜିଆରଏସ ଭିଜିଲାନ୍ସ କୋର୍ଟ ରେ ଦଣ୍ଡିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ପଞ୍ଚମହଲା ଗ୍ରାମ ପଞ୍ଚାୟତ ର ପୂର୍ବତନ ଜିଆରଏସ ସୌଭାଗ୍ୟବନ୍ତ ସାହୁ ଭିଜିଲାନ୍ସ କୋର୍ଟ ରେ ଦଣ୍ଡିତ ହୋଇଛନ୍ତି l ଗତକାଲି...

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ଅବସରରେ ଏକତା ପଦଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣ ରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ଏକତା ପଦଯାତ୍ରା ଆରମ୍ଭ ହୋଇ ନଳିନୀ ଛକ,...

ସୁବର୍ଣ୍ଣପୁରରେ ଜିଲ୍ଲା ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର: ଗୁରୁବାର ଜିଲ୍ଲାପାଳଙ୍କ ଛୋଟ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡ଼କ ସୁରକ୍ଷା ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକର ଅଧ୍ୟକ୍ଷତା କରିଥିଲେ ଅତିରିକ୍ତ ଜିଲ୍ଲାପାଳ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।