August 21, 2026
Home » epa news » Page 302

epa news

କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ

ଉଦଯାପିତ ହେଲା ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଭବାନୀପାଟଣା ( ଇ ପି ଏ ): ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ...

ସୋନପୁର ଟାଉନ ହଲ ପଛରେ ଦେଶୀ ମଦ ଭାଟି, କଳାକାର ଅସୁକ୍ଷିତ, କଳାକାରଙ୍କୁ ମଦୁଆଙ୍କ ଦୁର୍ବ୍ୟବହାର ଅଭିଯୋଗ

ସୁବର୍ଣ୍ଣପୁର:ସୋନପୁର ସହରର ଟାଉନ ହଲ ପଛପଟରେ ଥିବା ଦେଶୀ ମଦ ଭାଟି ହେତୁ ସମ୍ପ୍ରତି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଆସୁଥିବା କଳାକାର ଓ ସାଧାରଣ ନାଗରିକମାନେ ଚିନ୍ତା...

କଣ୍ଟାମାଳରେ ୨୦୧୮ ବ୍ୟାଚ୍ ଶିକ୍ଷକଙ୍କ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ

​ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଶଗଡ଼ା ସ୍ଥିତ ଖଣ୍ଡି କନପା ପରିସରରେ ୨୦୧୮ ମସିହାରେ ନିଯୁକ୍ତି ପାଇଥିବା ପ୍ରାଥମିକ ଶିକ୍ଷକ ମାନଙ୍କର ଏକ ଭବ୍ୟ...

ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ମେଣ୍ଡା ରେ ଅନୁଷ୍ଠିତ l

  ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ପଞ୍ଚାୟତ ସମିତି ଅନ୍ତର୍ଗତ ମେଣ୍ଡା ଗ୍ରାମ କାର୍ଯ୍ୟାଳୟ ସ୍ଥିତ...

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବର୍ଷିକୀ ପାଳିତ

    ବରଗଡ଼: ସ୍ୱାଧୀନତା ସଂଗ୍ରାମର ଅଗ୍ନିଶିଖା ତଥା ମାନବ ସେବାର ମୂର୍ତ୍ତିମନ୍ତ ପ୍ରତୀକ ବଡ ମା' ପାର୍ବତୀ ଗିରିଙ୍କ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ...

ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ

- ବି.ଡି.ଓ କହିଲେ ଏଫ.ଆଇ.ଆର.ଦିଅ ଫୁଲବାଣୀ ଇ ପି ଏ: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ, ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚକାପାଦ ବ୍ଲକ ଅଧିନସ୍ଥ...

ଏକଦିବସୀୟ ଜିଲ୍ଲା ସ୍ତରୀୟ ପେସା (ପେସା) ଆଇନ ଏବଂ ଜନଜାତି ବିକାଶର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

  କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସ୍ଥାନୀୟ ସଦଭାବନା ସଭାଗୃହଠାରେ ଅନୁସୂଚିତ ଅଞ୍ଚଳକୁ ପଞ୍ଚାୟତଗୁଡ଼ିକର ସମ୍ପ୍ରସାରଣ ଆଇନ, ୧୯୯୬ (ପେସା) ଆଇନ ଏବଂ ଜନଜାତିଙ୍କ ସାମଗ୍ରିକ...

ଉମରକୋଟରେ ଜନଶୁଣାଣି ଶିବିର ଅନୁଷ୍ଠିତ

  ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ବିଶ୍ଵଜିତ ବର୍ମନ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ...

ମାଥିଲି ବ୍ଳକ୍ କରତାନପାଲୀ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  ମାଥିଲି ବ୍ଳକ୍ କରତାନପାଲୀ ଗ୍ରାମ ପଞ୍ଚାୟତରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ...

ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣିଙ୍କ ଦାନହୁଣ୍ଡିରୁ ବାହାରିଲା ୧୦୫୫୨୮୪୫)- ଟଙ୍କା, ୩୦ ଗ୍ରାମ ସୁନା ଓ ୨୧୫୦ ଗ୍ରାମ ରୂପା

  ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣୀ ମନ୍ଦିର ଦାନ ହୁଣ୍ଡି ୬ ମାସ ବ୍ୟବଧାନ ପରେ ଦେବୋତ୍ତର ବିଭାଗ, ସ୍ଥାନୀୟ ତହସିଲଦାର, ଆର୍ ଆଇ, ମନ୍ଦିର...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।