August 21, 2026
Home » epa news » Page 305

epa news

ତୃତୀୟ ଦିନରେ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬

ମାଣିକେଶ୍ବରୀଙ୍କ ଆଶୀର୍ବାଦରୁ କଳାହାଣ୍ଡି ବାସୀଙ୍କ ଜୀବନ ଧନ୍ୟ ଭବାନୀପାଟଣା: କଳାହାଣ୍ଡିର ଲୋକେ ଶାନ୍ତିପ୍ରିୟ, ନ୍ୟାୟ ପ୍ରିୟ। ଜିଲ୍ଲାର ପ୍ରତ୍ୟେକ ମଣିଷଙ୍କ ଜୀବନ ଯେତେ ସରଳ, ସେତେ ଶୃଙ୍ଖଳିତ...

ଉତ୍କଳ ସେବା ନିବୃତ ସେନାନୀ ସଂଘ ତରଫରୁ ସେନା ଦିବସ ପାଳିତ

କେନ୍ଦୁଝର: ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ପଞ୍ଚାୟତ ଡାକବଙ୍ଗଳା ଠାରେ ଉତ୍କଳ ସେବା ନିବୃତ ସେନାନୀ ସଂଘ ତରଫରୁ ୭୯ତମ ସେନା ଦିବସ ଧୁମଧାମରେ ପାଳିତ ହୋଇଯାଇଛି...

ଧର୍ମଗଡ଼ ଠାରେ କଳାହାଣ୍ଡି ଉତ୍ସଵ ଘୁମୁରା ଅବସରରେ କବିତା ପାଠୋତ୍ସବ

  ଧର୍ମଗଡ଼ ଠାରେ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସଵ ଘୁମୁରା ଅବସରରେ ଆଜି ଉତ୍ସବ ପଡ଼ିଆରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି।ଏଥିରେ ପ୍ରାୟ ଶତାଧିକ କବି...

ପରକୁ ଆପଣେଇ ନେବାରେ ମାହିର କଳାହାଣ୍ଡିଆ

  ଦ୍ଵିତୀୟ ଦିବସରେ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬। ଭବାନୀପାଟଣା:କଳାର ଅପୂର୍ବ କ୍ଷେତ୍ର କଳାହାଣ୍ଡି। ଏ ଜିଲ୍ଲାର ସାଧାରଣ ଲୋକଙ୍କ ଜୀବନ ଶୈଳୀ ଅତ୍ୟନ୍ତ ସରଳ ହୋଇଥିଲେ ହେଁ...

ବର୍ଣ୍ଣାଢ଼୍ୟ ପରିବେଶ ରେ ଧର୍ମଗଡ ରେ ଆରମ୍ଭ ହେଲା କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୬

ଧର୍ମଗଡ଼:ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟ ରେ ଗତ କାଲି ଧର୍ମଗଡ଼ ଠାରେ ସମ୍ପ୍ରସାରିତ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଆରମ୍ଭ ହୋଇଛି। ଏନେଇ ସକାଳେ ଧର୍ମଗଡ ର...

ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରାର ଶୁଭାରମ୍ଭ

  ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ପାଇଁ କୋରାପୁଟ ଠାରୁ ରାୟଗଡ଼ା ଯିବାକୁ ଥିବା ବସର ଶୁଭାରମ୍ଭ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାଏକଙ୍କ...

ଶିକ୍ଷାନୁଷ୍ଠାନ ପରିସରରେ ଧାର୍ମିକ ମୂର୍ତ୍ତି ଭଙ୍ଗାରୁଜା ଅଭିଯୋଗ:

ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଦାବିପତ୍ର ସାଧାରଣତଃ ଏକ ଶିକ୍ଷା ଅନୁଷ୍ଠାନ ଅର୍ଥାତ୍ ଏକ ବିଦ୍ୟାଳୟରେ ବିନା କୌଣସି ଜାତି,ଧାର୍ମିକ...

“ସଂଘର୍ଷ “ଟିଭିର ରାୟଗଡ଼ା ଜିଲ୍ଲା ପ୍ରତିନିଧି ଆଶୁତୋଷ କୁମାର ପଟ୍ଟନାୟକଙ୍କ ପରଲୋକ

  ରାୟଗଡ଼ା ଜିଲ୍ଲାରେ "ସଂଘର୍ଷ "ଟିଭିରେ କାର୍ଯ୍ୟରତ ଜିଲ୍ଲା ପ୍ରତିନିଧି ଆଶୁତୋଷ କୁମାର ପଟ୍ଟନାୟକ(୫୯)ଙ୍କ ପରଲୋକ ଘଟିଛି। ଏହି ୱେବ ମେଡିଆରେ ସକ୍ରିୟ ରିପୋର୍ଟିଂ ପାଇଁ ଜଣାଶୁଣା...

ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

ନବରଙ୍ଗପୁର : ଜିଲ୍ଲାରେ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଅବସରରେ ଏକ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁଭାରମ୍ବ ହୋଇ...

ପାର୍କ ପରିସରରେ ଜନ୍ମୋତ୍ସବ ପାଳିତ

ଭୀମେଶ୍ଵର ପାର୍କ ଭ୍ରମଣକାରୀ ସଂଘର କର୍ମକର୍ତ୍ତI ମାନଙ୍କ ଗହଣରେ ପାର୍କ ପରିସରରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶଙ୍କର ମହାପାତ୍ର ଙ୍କ ଜନ୍ମଦିବସ ମହାସମାରୋହରେ ପାଳିତ ହୋଇଯାଇଛି।...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।