August 21, 2026
Home » epa news » Page 309

epa news

କେନ୍ଦୁଝରରେ ଜାତୀୟ ଯୁବ ଦିବସ ପାଳନ ଅବସରରେ ସାମୂହିକ ‘ବନ୍ଦେ ମାତରମ୍’ ଗାନରେ ପ୍ରକମ୍ପିତ ହେଲା ଦରବାର ହଲ

  କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଦରବାର ହଲ୍‌ଠାରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ‘ଜାତୀୟ ଯୁବ ଦିବସ’ ପାଳିତ ହୋଇଯାଇଛି। ଏହି ଅବସରରେ...

ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗରେ ସ୍ବତନ୍ତ୍ର ପଦାଧିକାରୀ ନିଯୁକ୍ତ ହେଲେ ପ୍ରାକ୍ତନ ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ସିଦ୍ଧାର୍ଥ ଶଙ୍କର ପାଢ଼ୀ

  ଭୁବନେଶ୍ୱର / ବ୍ରହ୍ମପୁର : ଓଡ଼ିଶା ପ୍ରଦେଶ ସୃଷ୍ଟି ଉଦ୍ୟମର ପ୍ରଥମ ସଭା ଯେଉଁ ସଭାଗୃହରେ ଅନୁଷ୍ଠିତ ହୋଇଥିଲା ଯାହାକି ଓଡ଼ିଶାର ପ୍ରଥମ ଜାତୀୟ ସଭାଗୃହ...

ରିଲିଜ୍ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦ ମିଲେଟ୍ ଡାଏରୀ’ର ଟିଜର

କଳିଙ୍ଗର କବିରାଜି, ମାଣ୍ଡିଆର ଇତିହାସ ଓ ଏକ ଅନନ୍ୟ ପ୍ରେମର ଆଧାରକୁ ନେଇ ଏକ ନିଆରା କାହାଣୀ ଇନଫାଇସନ୍ ଏଣ୍ଟରଟେନମେଣ୍ଟ (Infyson Entertainment) ବ୍ୟାନରରେ ନିର୍ମିତ ବହୁ...

ପଡା ଗ୍ରାମରେ ହେବ ୫୭ତମ ଜାତୀୟ ସମ୍ବଲପୁରୀ ଭେଟଘାଟ

  ବରଗଡ/ବିଜେପୁର : ସମ୍ବଲପୁରୀ ଭାଷାକୁ ଭାଷାର ମାନ୍ୟତା ପାପ୍ତି ଦିଗରେ ପଶ୍ଚିମ ଓଡ଼ିଶାର କବି, ଲେଖକ, ଔପନ୍ୟାସିକ, ନାଟ୍ୟକାର, ସ୍ତମ୍ଭକାର ଆଦି ସ୍ରଷ୍ଟାଗଣ ତଥା ଭାଷାବିତ୍...

ଧର୍ମଗଡ ର ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାର ଘରଣୀ ଦେବୀଙ୍କ ବିଶାଳ କଳସ ଯାତ୍ରା

  ଆଜି ୧୫ ତାରିଖ ଠାରୁ ୧୭ ତାରିଖ ଯାଏଁ ଧର୍ମଗଡ଼ ଠାରେ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ମହାଆଡମ୍ବରରେ ଆରମ୍ଭ ହୋଇଛି। ଏନେଇ ଆଜି...

ଜନମଙ୍ଗଳ ପରିଷଦ ପକ୍ଷରୁ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ଓ ମକର ଚାଉଳ ବଣ୍ଟନ

  ଭୁବନେଶ୍ୱର - ସ୍ଥାନୀୟ ମହାତ୍ମା ଗାନ୍ଧୀ ମାର୍ଗ ରେ ଅଗ୍ରଣୀ ସାମାଜିକ ସଂଗଠନ ଜନମଙ୍ଗଳ ପରିଷଦ ପକ୍ଷରୁ ସଂକ୍ରାନ୍ତି ପୁରୁଷ ବ୍ୟାସକବି ଫକୀରମୋହନ ସେନାପତି ଜୟନ୍ତୀ...

ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ବିଏମ୍ ସିର ମ୍ପ୍ରେସଡ୍ ବାୟୋ ଗ୍ୟାସ୍ ପ୍ଲାଣ୍ଟ

  ଭୁବନେଶ୍ୱର:ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି) ଅଚଂଳରେ ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବା କମ୍ପ୍ରେସଡ୍ ବାୟୋ ଗ୍ୟାସ୍ (ସିବିଜି)ପ୍ଲାଣ୍ଟ । ଏ ନେଇ କାର୍ଯ୍ୟ ଜୋରଦାର...

ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ

    ଯାଜପୁର/ ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ ଏବଂ ଯାଜପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦ୍ଵିତୀୟ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା...

ରାଜା ଶ୍ରୀ ନରସିଂହ ଦେବଙ୍କ ଜନ୍ମ ଉତ୍ସବ ପାଳିତ

  କଟକ ସଦର:ଗହଣ ଦଳର ପ୍ରତିଷ୍ଠାତା ରାଜା ଶ୍ରୀ ନରସିଂହ ଦେବଙ୍କ ପୁଣ୍ୟ ଜନ୍ମ ଉତ୍ସବ କେଶରୀନଗ୍ର ଉଆସଠାରେ ମହାଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି ।...

ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜନ୍ମ ଜୟନ୍ତୀ ସହ ମକର ଉତ୍ସବ ପାଳିତ

ଭୁବନେଶ୍ୱର : ଜନମଙ୍ଗଳ ପକ୍ଷରୁ ଓଡ଼ିଆ ଭାଷା ସାହିତ୍ୟର ବିନ୍ଧାଣି ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଅଛି | ସ୍ଥାନୀୟ ମହାତ୍ମାଗାନ୍ଧୀ ମାର୍ଗରେ ଅନୁଷ୍ଠାନ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।