August 21, 2026
Home » epa news » Page 311

epa news

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସି ମିଳିତ ସହଯୋଗରେ ଖବର କାଗଜ ବିତରକ ମାନଙ୍କୁ କମ୍ବଳ ବଣ୍ଟନ

ନୟାଗଡ଼: ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ଖବର କାଗଜ ବିତରକ ମାନଙ୍କୁ...

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ଏକବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

"ଶାରୀରିକ ଶିକ୍ଷା ହେଉଛି ଶୈକ୍ଷିକ ସଫଳତାର ଚାବିକାଠି" ନୟାଗଡ଼ : ନୟାଗଡ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୪...

୧୦୮ତମ କୁଣ୍ଡୀୟ ବିଶ୍ୱ ଶାନ୍ତି ଯଜ୍ଞ ଉପଲକ୍ଷେ ଭୂମିପୂଜନ ଅନୁଷ୍ଠିତ

ରାୟଗଡ଼ ସହରର ଜେସ୍କୋ ଗ୍ରାଉଣ୍ଡରେ ଚଳିତ ମାସ ଜାନୁଆରୀ ୩୧ ରୁ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ୧୦୮ତମ କୁଣ୍ଡୀୟ ବିଶ୍ୱ ଶାନ୍ତି...

ସମର୍ଥ ଭାରତ ଗର୍ବ ଓ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ସମର୍ଥ ଭାରତ ଗର୍ବ ଓ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଜୟପୁର ଉଗ୍ରସେନ ଭବନ ଠାରେ ଏକ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ...

ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ

ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜାତୀୟ ଯୁବ ଦିବସ ଉପଲକ୍ଷେ ଜାନୁଆରୀ ୧୨ ତାରିଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ...

ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ୍ ଗ୍ରାମ ପଞ୍ଚାୟତ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ...

କୋଶାଗୁମୁଡ଼ା ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ...

ସଂସ୍କୃତି ସମାଜର ଆତ୍ମା, ନାଟକ ଆମ ଚିନ୍ତାଧାରାକୁ ପ୍ରଦର୍ଶିତ କରିବାର ଏକ ଶକ୍ତିଶାଳୀ ମାଧ୍ୟମ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳା ଏବଂ ସଂସ୍କୃତି ଯେକୌଣସି ସମାଜର ଆତ୍ମା। ଏହା ଦ୍ବାରା ଆମର ଚିନ୍ତାଧାରା, ଆମର ସଂଘର୍ଷ, ଆମର ଆଶା ଏବଂ ଆମର ସ୍ୱପ୍ନକୁ ପ୍ରତିଫଳିତ ହୋଇଥାଏ...

କେନ୍ଦୁଝରରେ ୧୯୦୦ କୋଟି ଉର୍ଦ୍ଧ୍ୱ ଟଙ୍କାର ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ । ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ଆଜି...

କୋଦଳା ଏନ୍ଏସିରେ ହୋଇଥିବା ଦୁର୍ନୀତି ଓ ଟେଣ୍ଡର ଫିକ୍ସିଙ୍ଗ ଘଟଣାର ତଦନ୍ତ କରାଯାଉ – ଫରୱାର୍ଡ ବ୍ଲକ୍।

ବ୍ରହ୍ମପୁର,: କୋଦାଳ ଏନ୍ଏସିରେ ଦୁର୍ନୀତି ଓ ଟେଣ୍ଡର ଫିକ୍ସିଙ୍ଗ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । କୋଦଳା ଠାରେ ତା-୦୭/୦୯/୨୦୨୫ ରେ ବି.ଜେ.ପି.ର ସମ୍ବର୍ଦ୍ଧନା ଓ ମିଶ୍ରଣ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।