August 22, 2026
Home » epa news » Page 316

epa news

ଜୟଦେବ ଭବନରେ ଜାଗା କାଳିଆ ଚାରିଟେବଲ୍ ଫାଉଣ୍ଡେସନର ବାର୍ଷିକ ଉତ୍ସବ

ଭୁବନେଶ୍ୱର: ଜାଗା କାଳିଆ ଚାରିଟେବଲ୍ ଫାଉଣ୍ଡେସନ (JKCF) ଓ ରାଇଜସ୍ମାର୍ଟ ସଲ୍ୟୁସନ୍ସ ପ୍ରାଇଭେଟ୍ ଲିମିଟେଡ ମିଳିତ ସହଯୋଗରେ ଆଜି ଜୟଦେବ ଭବନ, ଭୁବନେଶ୍ୱର ଠାରେ ବାର୍ଷିକ ଉତ୍ସବ,...

ଉତ୍କଳ ଘଣ୍ଟ ଯଦୁମଣି ମହାପାତ୍ରଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ, ବାସସ୍ଥାନ ଇଟାମାଟି ଠାରେ ପାଳିତ

ନୟାଗଡ ଉତ୍କଳ ଘଣ୍ଟ ଯଦୁମଣି ମହାପାତ୍ରଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ନୟାଗଡ ବ୍ଲକ ଅନ୍ତର୍ଗତ ଇଟାମାଟି ତାଙ୍କ ବାସସ୍ଥାନସ୍ଥ ପଞ୍ଚାୟତ ପଡ଼ିଆରେ, ଓଡ଼ିଶା ସାହିତ୍ୟ ଏକାଡେମୀ...

ପଥ ପାଲଟିଛି ଉତ୍ସବମୟ…ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ପଥଉତ୍ସବ,ଝଲସିଉଠୁଛି ଲୋକ କଳା ଓ ପରମ୍ପରା.

ଭବାନୀପାଟଣା: ରାସ୍ତାରେ ଜମିଛି ଭିଡ଼। ଭଳି କି ଭଳି ମନମୋହକ କଳା ପ୍ରଦର୍ଶନ କରୁଛନ୍ତି ପ୍ରତିଭାଗୀମାନେ। ରାସ୍ତାରେ ବୁଲି ବୁଲି ଉପଭୋଗ କରୁଛନ୍ତି ହଜାର ହଜାର ଦର୍ଶକ...

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦଘାଟିତ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ 'ଉତ୍ସାହ' ଶୁଭାରମ୍ଭ ହୋଇଛି। ମହିଳା ଏବଂ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୁଲ୍ୟରେ...

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ଆଜି ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନୂତନ ଭାବେ ନିର୍ମିତ...

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦୁଇଦିନିଆ ଦିଲ୍ଲୀ ଓ ବାଙ୍ଗାଲୋର ଗସ୍ତ

ଭୁବନେଶ୍ୱର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆସନ୍ତାକାଲି ଦିନିକିଆ ନୂଆଦିଲ୍ଲୀ ଗସ୍ତ କରିବେ । ସେଠାରେ ସେ ୪୪ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଯୋଗଦେଇ ଓଡିଶା ପାଭିଲିୟନକୁ...

‘ ଦ ଲିଟରାରୀ ଲଣ୍ଟର୍ନ ‘ ଉନ୍ମୋଚନ

ଜ୍ଞାନପୀଠ ପୁରସ୍କାର ବିଜୟିନୀ ଡ଼କ୍ଟର ପ୍ରତିଭା ରାୟଙ୍କ ଦ୍ୱାରା ଉନ୍ମୋଚିତ ହୋଇଛି ତ୍ରିଭାଷୀ ସାହିତ୍ୟ ପତ୍ରିକା, ' ଦ ଲିଟରାରୀ ଲଣ୍ଟର୍ନ ' ର ପ୍ରଥମ ସଂଖ୍ୟା।...

ଧର୍ମଗଡ ଠାରେ କଳାହାଣ୍ଡି ଉତ୍ସବ ର ପ୍ରଥମ ଇଭେଣ୍ଟ ବେଡ ମିଣ୍ଟନ ପ୍ରତିଯୋଗିତା

ଧର୍ମଗଡ ଠାରେ କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୬ ପାଳନ ଅବସର ରେ ବେଡ ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି । ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ...

ଧର୍ମଗଡ ଠାରେ କଳାହାଣ୍ଡି ଉତ୍ସବ ର ପ୍ରଚାର ପ୍ରସାର ଗାଡି ର ଶୁଭାରମ୍ଭ।

ଧର୍ମଗଡ ଠାରେ କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୬ ପାଳନ ଅବସର ରେ ପ୍ରଚାର ପ୍ରସାର ଉପ କମିଟି ପକ୍ଷରୁ ପ୍ରଚାର ଗାଡି ର ଶୁଭାରମ୍ଭ ହୋଇଛି। ଉତ୍ସବ...

ସତ୍ୟ ହେଲେ ସାଙ୍ଘାତିକ :ଡୁମାଳ ସମାଜର ଦଲାଲ ସମ୍ପାଦକ,

ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା ଡୁମାଳ ସମାଜର ଜିଲ୍ଲା ସମ୍ପାଦକ କାହ୍ନୁ ଚରଣ ମେଶୁଆଙ୍କ ନାଁରେ ବିବାହ ପ୍ରମାଣ ପତ୍ର ବିକ୍ରି କରିବା ଭଳି ସାଙ୍ଘାତିକ ଚର୍ଚ୍ଚା ଆଲୋଚନା...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।