August 22, 2026
Home » epa news » Page 320

epa news

ମହିମା” ସୁବର୍ଣ୍ଣପୁର ଲୋକ ମହୋତ୍ସବ ରେ ଜିଲ୍ଲାର କୁଟୀର ଶିଳ୍ପର ସ୍ଥିତି ଓ ସମ୍ଭାବନା ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ରାମେଶ୍ବର ଷ୍ଟାଡିୟମ୍ ଠାରେ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଏବଂ ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା - ୨୦୨୬ ର ତୃତୀୟ ଦିବସ ଅବସରରେ...

ସାଧାରଣତନ୍ତ୍ର ଦିବସ ୨୦୨୬ ପ୍ରସ୍ତୁତି ବୈଠକ

ମାଲକାନଗିରି ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ କରାଯିବା ଉପଲକ୍ଷେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୋମେଶ କୁମାର...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନିଶା ନିବାରଣ ଓ ଡ୍ରଗ୍ସ ସଚେତନତା ଏବଂ ନିଶା ମୁକ୍ତ ଭାରତ ଉପରେ ସଚେତନତା ରାଲି

ସୁବର୍ଣ୍ଣପୁର--- ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ନିଶା ନିବାରଣ ଏବଂ ଡ୍ରଗ୍ ସଚେତନତା ଏବଂ ନିଶା ମୁକ୍ତ ଭାରତ”ବିଷୟ ଉପରେ ଏକ ଆଇନ...

ପୁରୀ ଜିଲ୍ଲା ରୋଗୀ କଲ୍ୟାଣ ସମିତି ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା (ଡିଏଚ୍ଏଚ୍), ପୁରୀର ରୋଗୀ କଲ୍ୟାଣ ସମିତି (ଆରକେଏସ୍)ର ପରିଚାଳନା ପରିଷଦ ବୈଠକ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି...

ଶ୍ରୀକ୍ଷେତ୍ରର ସମାଜସେବୀ ବନିତା ଦୀକ୍ଷିତ

ସମାଜସେବା ପାଇଁ ସମର୍ପିତ । ଅସହାୟ, ଦିବ୍ଯାଙ୍ଗ, ବରିଷ୍ଠ ନାଗରିକ ଓ ନିରାଶ୍ରୟଙ୍କ ପାଇଁ କାର୍ଯ୍ଯରତ । ଶ୍ରୀକ୍ଷେତ୍ରର ଝିଅ ଓ ଶ୍ରୀକ୍ଷେତ୍ରର ବୋହୁ । ସମାଜସେବାରେ...

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

​କେନ୍ଦୁଝର:ଆସନ୍ତା ଜାନୁଆରୀ ୨୬ ତାରିଖରେ ପାଳିତ ହେବାକୁ ଥିବା ୭୭ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଆଜି କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ...

ଉଚ୍ଚସ୍ତରୀୟ କମିଟି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଶିକ୍ଷକ/ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ସମସ୍ୟାକୁ ଗୁରୁତ୍ବର ସହ ଗ୍ରହଣ କରି...

ଓଡ଼ିଶାରେ ଅତ୍ୟାଧୁନିକ କୃଷକ ଦକ୍ଷତା ଓ କୃଷି-ଇନ୍କ୍ୟୁବେସନ୍ କେନ୍ଦ୍ର (FSAIC) ପ୍ରତିଷ୍ଠା ପାଇଁ ଯୋଜନା

ଭୁବନେଶ୍ୱର: ରାଜ୍ୟର ପ୍ରାଥମିକ କ୍ଷେତ୍ରକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର କୃଷକ ଦକ୍ଷତା ଓ କୃଷି-ଇନ୍କ୍ୟୁବେସନ୍ କେନ୍ଦ୍ର (FSAIC) ତିଆରି...

ପାମ୍ ଅଏଲ୍ କମ୍ପାନୀଙ୍କ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଉତ୍ସାହୀ ପାମ୍ ଅଏଲ୍ କମ୍ପାନୀଙ୍କ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ। ରାଜ୍ୟରେ ପାମ୍ ଅଏଲ୍ ଚାଷ ତଥା ତୈଳ ନିଷ୍କାସନ ୟୁନିଟ...

ଘରକୁ ମାଡିଗଲା ଯାତ୍ରୀ ବାହୀ ଘରୋଇ ବସ, ସମସ୍ତ ଯାତ୍ରୀ ସୁରକ୍ଷିତ

ସୁବର୍ଣ୍ଣପୁର -- ବୌଦ୍ଧ ଜିଲ୍ଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥ ନମ୍ବର 57 କଡ଼ରେ ଥିବା ଘରକୁ ଧକ୍କା ଦେଲା ଯାତ୍ରୀବାହୀ ଘରୋଇ ବସ l ବୌଦ୍ଧ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।